Genesis 19:31 — Compare Translations
5 translations compared side by side
Odia - 1840
"ଦିନେ ବଡ଼ ଭଉଣୀ ତାଙ୍କର ସାନ ଭଉଣୀକୁ କହିଲା, ଆମ୍ଭର ପିତା ବୃଦ୍ଧ, ସାଧାରଣ ଭାବେ ଆମକୁ ବିବାହ କରିବା ପାଇଁ କହେି ଜଣେ ହେଲେ ନାହାନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ତାହାର ଜ୍ୟେଷ୍ଠା କନ୍ୟା କନିଷ୍ଠାକୁ କହିଲା, ଆମ୍ଭମାନଙ୍କର ପିତା ବୃଦ୍ଧ, ପୁଣି ସଂସାରର ବ୍ୟବହାରାନୁସାରେ ଆମ୍ଭମାନଙ୍କର ସହବାସ କରିବାକୁ ଏ ଦେଶରେ ତ କୌଣସି ପୁରୁଷ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଦିନେ ବଡ଼ ଭଉଣୀ ତାଙ୍କର ସାନ ଭଉଣୀକୁ କହିଲା, “ଆମ୍ଭର ପିତା ବୃଦ୍ଧ, ସାଧାରଣ ଭାବେ ଆମକୁ ବିବାହ କରିବା ପାଇଁ କେହି ଜଣେ ହେଲେ ନାହାନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ତାହାର ଜ୍ୟେଷ୍ଠା କନ୍ୟା କନିଷ୍ଠାକୁ କହିଲା, “ଆମ୍ଭମାନଙ୍କର ପିତା ବୃଦ୍ଧ, ପୁଣି, ସଂସାରର ବ୍ୟବହାରାନୁସାରେ ଆମ୍ଭମାନଙ୍କର ସହବାସ କରିବାକୁ ଏ ଦେଶରେ ତ କୌଣସି ପୁରୁଷ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ତାହାର ଜ୍ୟେଷ୍ଠା କନ୍ୟା କନିଷ୍ଠାକୁ କହିଲା, “ଆମ୍ଭମାନଙ୍କର ପିତା ବୃଦ୍ଧ, ପୁଣି, ସଂସାରର ବ୍ୟବହାରାନୁସାରେ ଆମ୍ଭମାନଙ୍କର ସହବାସ କରିବାକୁ ଏ ଦେଶରେ ତ କୌଣସି ପୁରୁଷ ନାହିଁ।