Genesis 19:32 — Compare Translations

5 translations compared side by side

Odia - 1840
"ତେଣୁ ଆସ ଆମ୍ଭେ ଆମ୍ଭର ପିତାଙ୍କୁ ମଦ୍ଯପାନ କରାଇବା ତାହାପରେ ଆମ୍ଭେ ତାଙ୍କ ସହିତ ସହବାସ କରିବା, ଏହି ଉପାଯ ରେ ଆମ୍ଭେ ଆମ୍ଭର ବଂଶ ରକ୍ଷା କରିପାରିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆସ, ଆମ୍ଭେମାନେ ପିତାଙ୍କୁ ଦ୍ରାକ୍ଷାରସ ପାନ କରାଇ ପିତାଙ୍କ ବଂଶ ରକ୍ଷା ନିମିତ୍ତ ତାଙ୍କ ସଙ୍ଗେ ଶୟନ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଆସ ଆମ୍ଭେ ଆମ୍ଭର ପିତାଙ୍କୁ ମଦ୍ୟପାନ କରାଇବା ତାହାପରେ ଆମ୍ଭେ ତାଙ୍କ ସହିତ ସହବାସ କରିବା, ଏହି ଉପାୟରେ ଆମ୍ଭେ ଆମ୍ଭର ବଂଶ ରକ୍ଷା କରି ପାରିବା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆସ, ଆମ୍ଭେମାନେ ପିତାଙ୍କୁ ଦ୍ରାକ୍ଷାରସ ପାନ କରାଇ ପିତାଙ୍କ ବଂଶ ରକ୍ଷା ନିମିତ୍ତ ତାଙ୍କ ସଙ୍ଗେ ଶୟନ କରିବା।”
Odia IRV 2017 (ଓଡିଆ ବାଇବେଲ)
ଆସ, ଆମ୍ଭେମାନେ ପିତାଙ୍କୁ ଦ୍ରାକ୍ଷାରସ ପାନ କରାଇ ପିତାଙ୍କ ବଂଶ ରକ୍ଷା ନିମିତ୍ତ ତାଙ୍କ ସଙ୍ଗେ ଶୟନ କରିବା।”