Genesis 19:33 — Compare Translations

5 translations compared side by side

Odia - 1840
"ସହେି ରାତ୍ରି ରେ ସହେି ଦୁଇ ଝିଅ ତାଙ୍କ ପିତାଙ୍କ ନିକଟକୁ ଗଲେ ଏବଂ ତାଙ୍କର ପିତାଙ୍କୁ ମଦ ପିଆଇଲେ। ଏହାପରେ ତାଙ୍କର ବଡ଼ ଝିଅ ତାଙ୍କ ପିତାଙ୍କ ଶଯନ କକ୍ଷକୁ ଗଲା ଏବଂ ତାଙ୍କ ସହିତ ସହବାସ କଲା। ଲୋଟ ପୁରାପୁରି ମାତାଲ ଥିଲା ଏବଂ ଜାଣିପାରିଲା ନାହିଁ ଯେ, ସେ କେତବେେଳେ ତା'ର ବିଛଣାକୁ ଆସିଥିଲା ଏବଂ ସେ କେତବେେଳେ ଉଠି କଠାେରୀରୁ ପରିତ୍ଯାଗ କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେହି ରାତ୍ରରେ ସେମାନେ ଆପଣା ପିତାକୁ ଦ୍ରାକ୍ଷାରସ ପାନ କରାନ୍ତେ, ଜ୍ୟେଷ୍ଠା କନ୍ୟା ଉଠି ଯାଇ ପିତା ସଙ୍ଗେ ଶୟନ କଲା; ମାତ୍ର ତାହାର ଶୟନ କରିବାର ଓ ଉଠିଯିବାର ଲୋଟ ଜାଣି ପାରିଲା ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ରାତ୍ରିରେ ସେହି ଦୁଇ ଝିଅ ତାଙ୍କ ପିତାଙ୍କ ନିକଟକୁ ଗଲେ ଏବଂ ତାଙ୍କର ପିତାଙ୍କୁ ମଦ ପିଆଇଲେ। ଏହା ପରେ ତାଙ୍କର ବଡ଼ ଝିଅ ତାଙ୍କ ପିତାଙ୍କ ଶୟନ କକ୍ଷକୁ ଗଲା ଏବଂ ତାଙ୍କ ସହିତ ସହବାସ କଲା। ଲୋଟ ପୁରାପୁରି ମାତାଲ ଥିଲେ ଏବଂ ଜାଣି ପାରିଲେ ନାହିଁ ଯେ, ସେ କେତେବେଳେ ତା’ର ବିଛଣାକୁ ଆସିଥିଲା ଏବଂ ସେ କେତେବେଳେ ଉଠି କୋଠରୀକୁ ପରିତ୍ୟାଗ କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସେହି ରାତ୍ରରେ ସେମାନେ ଆପଣା ପିତାଙ୍କୁ ଦ୍ରାକ୍ଷାରସ ପାନ କରାନ୍ତେ, ଜ୍ୟେଷ୍ଠା କନ୍ୟା ଉଠିଯାଇ ପିତା ସଙ୍ଗେ ଶୟନ କଲା; ମାତ୍ର ତାହାର ଶୟନ କରିବାର ଓ ଉଠିଯିବାର ଲୋଟ ଜାଣି ପାରିଲା ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ସେହି ରାତ୍ରରେ ସେମାନେ ଆପଣା ପିତାଙ୍କୁ ଦ୍ରାକ୍ଷାରସ ପାନ କରାନ୍ତେ, ଜ୍ୟେଷ୍ଠା କନ୍ୟା ଉଠି ଯାଇ ପିତା ସଙ୍ଗେ ଶୟନ କଲା; ମାତ୍ର ତାହାର ଶୟନ କରିବାର ଓ ଉଠିଯିବାର ଲୋଟ ଜାଣି ପାରିଲା ନାହିଁ।