Genesis 19:34 — Compare Translations
5 translations compared side by side
Odia - 1840
"ତା'ପର ଦିନ ବଡ଼ ଝିଅ ସାନ ଝିଅକୁ କହିଲା, ଗତ ରାତିଲେ ମୁଁ ପିତାଙ୍କ ନିକଟରେ ଶଯନ କରିଥିଲି। ଆସ ତାଙ୍କୁ ପୁଣି ଆଜି ମଦ୍ଯପାନ କରାଇବା, ତା'ପରେ ତୁ ତାଙ୍କ ସାଙ୍ଗ ରେ ୟାଇ ସହବାସ କର। ଏହି ଉପାଯ ରେ ଆମ୍ଭେ ଆମ୍ଭର ସନ୍ତାନମାନଙ୍କୁ ଜନ୍ମ କରିବା। ଆଉ ଆମ୍ଭେ ଆମ୍ଭର ପିତାଙ୍କ ମାଧ୍ଯମ ରେ ଆମ୍ଭର ପରିବାର ନଷ୍ଟ ହବୋରୁ ରକ୍ଷା କରିପାରିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆର ଦିନ ସେହି ଜ୍ୟେଷ୍ଠା କନ୍ୟା କନିଷ୍ଠାକୁ କହିଲା, ଦେଖ, ମୁଁ ଗତ ରାତ୍ର ପିତାଙ୍କ ସଙ୍ଗରେ ଶୟନ କଲି, ଆସ, ଆଜ ରାତ୍ର ମଧ୍ୟ ପିତାଙ୍କୁ ଦ୍ରାକ୍ଷାରସ ପାନ କରାଉ; ତହୁଁ ତୁମ୍ଭେ ଯାଇ ପିତାଙ୍କ ବଂଶ ରକ୍ଷାର୍ଥେ ତାଙ୍କ ସଙ୍ଗେ ଶୟନ କର ।
Odia Bible ERV 2004 (ପବିତ୍ର ବାଇବଲ)
ତା’ ପରଦିନ ବଡ଼ ଝିଅ ସାନ ଝିଅକୁ କହିଲା, “ଗତ ରାତିରେ ମୁଁ ପିତାଙ୍କ ନିକଟରେ ଶୟନ କରିଥିଲି। ଆସ ତାଙ୍କୁ ପୁଣି ଆଜି ମଦ୍ୟପାନ କରାଇବା, ତା’ପରେ ତୁ ତାଙ୍କ ସାଙ୍ଗରେ ଯାଇ ସହବାସ କର। ଏହି ଉପାୟରେ ଆମ୍ଭେ ଆମ୍ଭର ସନ୍ତାନମାନଙ୍କୁ ଜନ୍ମ କରିବା। ଆଉ ଆମ୍ଭେ ଆମ୍ଭର ପିତାଙ୍କ ମାଧ୍ୟମରେ ଆମ୍ଭର ପରିବାର ନଷ୍ଟ ହେବାରୁ ରକ୍ଷା କରି ପାରିବା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆରଦିନ ସେହି ଜ୍ୟେଷ୍ଠା କନ୍ୟା କନିଷ୍ଠାକୁ କହିଲା, “ଦେଖ, ମୁଁ ଗତ ରାତ୍ର ପିତାଙ୍କ ସଙ୍ଗରେ ଶୟନ କଲି, ଆସ, ଆଜି ରାତ୍ର ମଧ୍ୟ ପିତାଙ୍କୁ ଦ୍ରାକ୍ଷାରସ ପାନ କରାଉ; ତହୁଁ ତୁମ୍ଭେ ଯାଇ ପିତାଙ୍କ ବଂଶ ରକ୍ଷାର୍ଥେ ତାଙ୍କ ସଙ୍ଗେ ଶୟନ କର।”
Odia IRV 2017 (ଓଡିଆ ବାଇବେଲ)
ଆର ଦିନ ସେହି ଜ୍ୟେଷ୍ଠା କନ୍ୟା କନିଷ୍ଠାକୁ କହିଲା, “ଦେଖ, ମୁଁ ଗତ ରାତ୍ର ପିତାଙ୍କ ସଙ୍ଗରେ ଶୟନ କଲି, ଆସ, ଆଜ ରାତ୍ର ମଧ୍ୟ ପିତାଙ୍କୁ ଦ୍ରାକ୍ଷାରସ ପାନ କରାଉ; ତହୁଁ ତୁମ୍ଭେ ଯାଇ ପିତାଙ୍କ ବଂଶ ରକ୍ଷାର୍ଥେ ତାଙ୍କ ସଙ୍ଗେ ଶୟନ କର।”