Genesis 19:35 — Compare Translations

5 translations compared side by side

Odia - 1840
"ତେଣୁ ସହେି ରାତି ରେ ସେ ଦୁ ହେଁ ମିଶି ତାଙ୍କର ପିତାଙ୍କୁ ମଦ୍ଯପାନ କରାଇଲେ। ତା'ପରେ ତାଙ୍କର ସାନଝିଅ ୟାଇ ତାଙ୍କ ସହିତ ସହବାସ କଲା। ଆଉଥରେ ଲୋଟ ଅତ୍ଯଧିକ ମଦ୍ଯପାନ କରିଥିବାରୁ ତାଙ୍କ ଝିଅ କେତବେେଳେ ଆସି କେତବେେଳେ ସହବାସ କରି ୟାଇଛି ସେ ଜାଣିପାରି ନଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେମାନେ ସେହି ରାତ୍ରିରେ ମଧ୍ୟ ପିତାକୁ ଦ୍ରାକ୍ଷାରସ ପାନ କରାନ୍ତେ, କନିଷ୍ଠା କନ୍ୟା ଉଠି ତାହା ସଙ୍ଗେ ଶୟନ କଲା; ମାତ୍ର ତାହାର ଶୟନ କରିବାର ଓ ଉଠିଯିବାର ଲୋଟ ଜାଣି ପାରିଲା ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସେହି ରାତିରେ ସେ ଦୁହେଁ ମିଶି ତାଙ୍କର ପିତାଙ୍କୁ ମଦ୍ୟପାନ କରାଇଲେ। ତା’ପରେ ତାଙ୍କର ସାନ ଝିଅ ଯାଇ ତାଙ୍କ ସହିତ ସହବାସ କଲା। ଆଉଥରେ ଲୋଟ ଅତ୍ୟଧିକ ମଦ୍ୟପାନ କରିଥିବାରୁ ତାଙ୍କ ଝିଅ କେତେବେଳେ ଆସି କେତେବେଳେ ସହବାସ କରି ଯାଇଛି ସେ ଜାଣିପାରି ନ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସେମାନେ ସେହି ରାତ୍ରିରେ ମଧ୍ୟ ପିତାଙ୍କୁ ଦ୍ରାକ୍ଷାରସ ପାନ କରାନ୍ତେ, କନିଷ୍ଠା କନ୍ୟା ଉଠି ତାହା ସଙ୍ଗେ ଶୟନ କଲା; ମାତ୍ର ତାହାର ଶୟନ କରିବାର ଓ ଉଠିଯିବାର ଲୋଟ ଜାଣି ପାରିଲା ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସେମାନେ ସେହି ରାତ୍ରିରେ ମଧ୍ୟ ପିତାଙ୍କୁ ଦ୍ରାକ୍ଷାରସ ପାନ କରାନ୍ତେ, କନିଷ୍ଠା କନ୍ୟା ଉଠି ତାହା ସଙ୍ଗେ ଶୟନ କଲା; ମାତ୍ର ତାହାର ଶୟନ କରିବାର ଓ ଉଠିଯିବାର ଲୋଟ ଜାଣି ପାରିଲା ନାହିଁ।