Genesis 19:36 — Compare Translations

5 translations compared side by side

Odia - 1840
"ଲୋଟଙ୍କର ଦୁଇ ଝିଅ ଏହିପରି ଭାବରେ ଗର୍ଭବତୀ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ ଲୋଟର ଦୁଇ କନ୍ୟା ଆପଣା ପିତା ଦ୍ଵାରା ଗର୍ଭବତୀ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଲୋଟଙ୍କର ଦୁଇ ଝିଅ ଏହିପରି ଭାବରେ ଗର୍ଭବତୀ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ ଲୋଟର ଦୁଇ କନ୍ୟା ଆପଣା ପିତା ଦ୍ୱାରା ଗର୍ଭବତୀ ହେଲେ।
Odia IRV 2017 (ଓଡିଆ ବାଇବେଲ)
ଏହିରୂପେ ଲୋଟର ଦୁଇ କନ୍ୟା ଆପଣା ପିତା ଦ୍ୱାରା ଗର୍ଭବତୀ ହେଲେ।