Genesis 19:37 — Compare Translations

5 translations compared side by side

Odia - 1840
"ବଡ଼ଝିଅ ଏକ ପୁତ୍ରକୁ ଜନ୍ମ କଲା। ତାହାର ନାମ ସେ ମାଯାେବୀଯ ରଖିଲା। ମାୟୋବୀଯ ହେଲେ ବର୍ତ୍ତମାନ ମାୟୋବୀଯ ଲୋକମାନଙ୍କର ଆଦିପିତା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଜ୍ୟେଷ୍ଠା କନ୍ୟା ପୁତ୍ର ପ୍ରସବ କରି ତାହାର ନାମ ମୋୟାବ ଦେଲା; ସେ ବର୍ତ୍ତମାନ କାଳର ମୋୟାବୀୟ ଲୋକମାନଙ୍କର ଆଦିପିତା ।
Odia Bible ERV 2004 (ପବିତ୍ର ବାଇବଲ)
ବଡ଼ଝିଅ ଏକ ପୁତ୍ରକୁ ଜନ୍ମ କଲା। ତାହାର ନାମ ସେ ମୋୟାବ ରଖିଲା। ମୋୟାବ ହେଲା ବର୍ତ୍ତମାନ ମୋୟାବୀୟ ଲୋକମାନଙ୍କର ଆଦିପିତା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଜ୍ୟେଷ୍ଠା କନ୍ୟା ପୁତ୍ର ପ୍ରସବ କରି ତାହାର ନାମ ମୋୟାବ ଦେଲା; ସେ ବର୍ତ୍ତମାନ କାଳର ମୋୟାବୀୟ ଲୋକମାନଙ୍କର ଆଦିପିତା।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଜ୍ୟେଷ୍ଠା କନ୍ୟା ପୁତ୍ର ପ୍ରସବ କରି ତାହାର ନାମ ମୋୟାବ ଦେଲା; ସେ ବର୍ତ୍ତମାନ କାଳର ମୋୟାବୀୟ ଲୋକମାନଙ୍କର ଆଦିପିତା।