Genesis 19:38 — Compare Translations

5 translations compared side by side

Odia - 1840
"ସାନ ଝିଅ ଯେଉଁ ପୁତ୍ର ଜନ୍ମ କଲା ତା'ର ନାମ ସେ ଦେଲେ ବିନ-ଅମ୍ମି। ସେ ବର୍ତ୍ତମାନ କାଳର ଅେମ୍ମାନୀୟ ଲୋକମାନଙ୍କର ଆଦିପିତା ଅଟନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି କନିଷ୍ଠା କନ୍ୟା ପୁତ୍ର ପ୍ରସବ କରି ତାହାର ନାମ ବିନ-ଅମ୍ମି ଦେଲା; ସେ ବର୍ତ୍ତମାନ କାଳର ଅମ୍ମୋନୀୟ ଲୋକମାନଙ୍କର ଆଦିପିତା ।
Odia Bible ERV 2004 (ପବିତ୍ର ବାଇବଲ)
ସାନ ଝିଅ ଯେଉଁ ପୁତ୍ର ଜନ୍ମ କଲା ତା’ର ନାମ ସେ ଦେଲେ ବିନ-ଅମ୍ମି। ସେ ବର୍ତ୍ତମାନ କାଳର ଅମ୍ମୋନୀୟ ଲୋକମାନଙ୍କର ଆଦିପିତା ଅଟନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, କନିଷ୍ଠା କନ୍ୟା ପୁତ୍ର ପ୍ରସବ କରି ତାହାର ନାମ ବିନ-ଅମ୍ମି ଦେଲା; ସେ ବର୍ତ୍ତମାନ କାଳର ଅମ୍ମୋନୀୟ ଲୋକମାନଙ୍କର ଆଦିପିତା।
Odia IRV 2017 (ଓଡିଆ ବାଇବେଲ)
ପୁଣି, କନିଷ୍ଠା କନ୍ୟା ପୁତ୍ର ପ୍ରସବ କରି ତାହାର ନାମ ବିନ-ଅମ୍ମି ଦେଲା; ସେ ବର୍ତ୍ତମାନ କାଳର ଅମ୍ମୋନୀୟ ଲୋକମାନଙ୍କର ଆଦିପିତା।