Genesis 19:4 — Compare Translations

5 translations compared side by side

Odia - 1840
"ସହେି ଦୁଇଜଣ ଅତିଥି ବିଛଣାକୁ ୟିବା ପୂର୍ବରୁ, ସଦୋମର ସମସ୍ତ ଲୋକ ୟୁବା ଏବଂ ବୃଦ୍ଧ ପ୍ରେତ୍ୟକକ ଜଣ କୌଣସି ବ୍ଯତିକ୍ରମ ନଥାଇ ଆସିଲେ ଏବଂ ଲୋଟଙ୍କ ଘରକୁ ଘରେିଗଲେ। ତା'ପରେ ସମାନେେ ଲୋଟଙ୍କୁ ଚିତ୍କାର କରି କହିଲେ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସେମାନେ ଶୟନ କରିବା ପୂର୍ବେ ସେହି ନଗରର ଲୋକମାନେ, ଅର୍ଥାତ୍, ସଦୋମର ଯୁବାବୃଦ୍ଧାଦି ସମସ୍ତ ଲୋକ ଚାରିଆଡ଼ୁ ଆସି ତାହାର ଘର ଘେରିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଦୁଇଜଣ ଅତିଥି ବିଛଣାକୁ ଯିବା ପୂର୍ବରୁ, ସଦୋମର ସମସ୍ତ ଯୁବା ଏବଂ ବୃଦ୍ଧ ଲୋକ, କୌଣସି ବ୍ୟତିକ୍ରମ ନ ଥାଇ ଆସିଲେ ଏବଂ ଲୋଟଙ୍କ ଘରକୁ ଘେରିଗଲେ। ତା’ପରେ ସେମାନେ ଲୋଟଙ୍କୁ ଚିତ୍କାର କରି କହିଲେ,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସେମାନେ ଶୟନ କରିବା ପୂର୍ବେ ସେହି ନଗରର ଲୋକମାନେ, ଅର୍ଥାତ୍‍, ସଦୋମର ଯୁବାବୃଦ୍ଧାଦି ସମସ୍ତ ଲୋକ ଚାରିଆଡ଼ୁ ଆସି ତାହାର ଘର ଘେରିଲେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ସେମାନେ ଶୟନ କରିବା ପୂର୍ବେ ସେହି ନଗରର ଲୋକମାନେ, ଅର୍ଥାତ୍‍, ସଦୋମର ଯୁବାବୃଦ୍ଧାଦି ସମସ୍ତ ଲୋକ ଚାରିଆଡ଼ୁ ଆସି ତାହାର ଘର ଘେରିଲେ।