Genesis 19:5 — Compare Translations
5 translations compared side by side
Odia - 1840
"ଆଜି ରାତ୍ର ରେ ଯେଉଁ ଦୁଇଜଣ ମନୁଷ୍ଯ ତୁମ୍ଭ ଘରକୁ ଆସିଥିଲେ ସମାନେେ କାହାନ୍ତି? ସମାନଙ୍କେୁ ବାହାରକୁ ଆଣ ଆମ୍ଭମାନେେ ତାଙ୍କ ସହିତ ୟୌନ ସମ୍ପର୍କ କରିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଲୋଟକୁ ଡାକି କହିଲେ, ଆଜି ରାତ୍ରିରେ ଯେଉଁ ମନୁଷ୍ୟମାନେ ତୁମ୍ଭ ଘରକୁ ଆସିଲେ, ସେମାନେ କାହାନ୍ତି? ସେମାନଙ୍କୁ ବାହାର କରି ଆମ୍ଭମାନଙ୍କ ପାଖକୁ ଆଣ । ଆମ୍ଭେମାନେ ସେମାନଙ୍କଠାରେ ଉପଗତ ହେବା ।
Odia Bible ERV 2004 (ପବିତ୍ର ବାଇବଲ)
“ଆଜି ରାତ୍ରରେ ଯେଉଁ ଦୁଇଜଣ ମନୁଷ୍ୟ ତୁମ୍ଭ ଘରକୁ ଆସିଥିଲେ ସେମାନେ କାହାନ୍ତି? ସେମାନଙ୍କୁ ବାହାରକୁ ଆଣ ଆମ୍ଭେମାନେ ତାଙ୍କ ସହିତ ଯୌନ ସମ୍ପର୍କ କରିବା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଲୋଟକୁ ଡାକି କହିଲେ, “ଆଜି ରାତ୍ରିରେ ଯେଉଁ ମନୁଷ୍ୟମାନେ ତୁମ୍ଭ ଘରକୁ ଆସିଲେ, ସେମାନେ କାହାନ୍ତି? ସେମାନଙ୍କୁ ବାହାର କରି ଆମ୍ଭମାନଙ୍କ ପାଖକୁ ଆଣ। ଆମ୍ଭେମାନେ ସେମାନଙ୍କଠାରେ ଉପଗତ ହେବା।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ଲୋଟକୁ ଡାକି କହିଲେ, “ଆଜି ରାତ୍ରିରେ ଯେଉଁ ମନୁଷ୍ୟମାନେ ତୁମ୍ଭ ଘରକୁ ଆସିଲେ, ସେମାନେ କାହାନ୍ତି? ସେମାନଙ୍କୁ ବାହାର କରି ଆମ୍ଭମାନଙ୍କ ପାଖକୁ ଆଣ। ଆମ୍ଭେମାନେ ସେମାନଙ୍କଠାରେ ଉପଗତ ହେବା।”