Genesis 19:8 — Compare Translations
5 translations compared side by side
Odia - 1840
"ଦେଖ, ମାରଦେୁଇଟି କୁମାରୀ କନ୍ଯା ଅଛନ୍ତି। ମୁଁ ସମାନଙ୍କେୁ ତୁମ୍ଭ ସମ୍ମୁଖକୁ ଆଣୁଛି। ତୁମ୍ଭମାନେେ ଯାହା ଇଛା ସମାନଙ୍କେୁ ପ୍ରତି କର। କିନ୍ତୁ ସହେି ଲୋକମାନଙ୍କୁ କିଛି କର ନାହିଁ। ସମାନେେ ମାେ ଗୃହ ରେ ଅତୀଥି ଥିବାରୁ ମୁଁ ସମାନଙ୍କେୁ ସୁରକ୍ଷା ଦବେି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ପୁରୁଷ-ଅସ୍ପୃଷ୍ଟା ମୋହର ଦୁଇଟି କନ୍ୟା ଅଛନ୍ତି, ସେମାନଙ୍କୁ ତୁମ୍ଭମାନଙ୍କ ନିକଟକୁ ଆଣୁଅଛି, ତୁମ୍ଭମାନଙ୍କ ଦୃଷ୍ଟିରେ ଯାହା ଭଲ, ତାହା ସେମାନଙ୍କ ପ୍ରତି କର, ମାତ୍ର ସେହି ମନୁଷ୍ୟମାନଙ୍କ ପ୍ରତି କିଛି କର ନାହିଁ, କାରଣ ଏଥିନିମନ୍ତେ ସେମାନେ ମୋʼ ଛାତ ତଳେ ଆଶ୍ରୟ ନେଇ ଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଦେଖ, ମୋର ଦୁଇଟି କୁମାରୀ କନ୍ୟା ଅଛନ୍ତି। ମୁଁ ସେମାନଙ୍କୁ ତୁମ୍ଭ ସମ୍ମୁଖକୁ ଆଣୁଛି। ତୁମ୍ଭେମାନେ ଯାହା ଇଚ୍ଛା ସେମାନଙ୍କ ପ୍ରତି କର। କିନ୍ତୁ ସେହି ଲୋକମାନଙ୍କୁ କିଛି କର ନାହିଁ। ସେମାନେ ମୋ’ ଗୃହରେ ଅତୀଥି ଥିବାରୁ ମୁଁ ସେମାନଙ୍କୁ ସୁରକ୍ଷା ଦେବି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ପୁରୁଷ-ଅସ୍ପୃଷ୍ଟା ମୋହର ଦୁଇଟି କନ୍ୟା ଅଛନ୍ତି, ସେମାନଙ୍କୁ ତୁମ୍ଭମାନଙ୍କ ନିକଟକୁ ଆଣୁଅଛି, ତୁମ୍ଭମାନଙ୍କ ଦୃଷ୍ଟିରେ ଯାହା ଭଲ, ତାହା ସେମାନଙ୍କ ପ୍ରତି କର, ମାତ୍ର ସେହି ମନୁଷ୍ୟମାନଙ୍କ ପ୍ରତି କିଛି କର ନାହିଁ, କାରଣ ଏଥିନିମନ୍ତେ ସେମାନେ ମୋʼ ଛାତ ତଳେ ଆଶ୍ରୟ ନେଇଅଛନ୍ତି।”
Odia IRV 2017 (ଓଡିଆ ବାଇବେଲ)
ଦେଖ, ପୁରୁଷ-ଅସ୍ପୃଷ୍ଟା ମୋହର ଦୁଇଟି କନ୍ୟା ଅଛନ୍ତି, ସେମାନଙ୍କୁ ତୁମ୍ଭମାନଙ୍କ ନିକଟକୁ ଆଣୁଅଛି, ତୁମ୍ଭମାନଙ୍କ ଦୃଷ୍ଟିରେ ଯାହା ଭଲ, ତାହା ସେମାନଙ୍କ ପ୍ରତି କର, ମାତ୍ର ସେହି ମନୁଷ୍ୟମାନଙ୍କ ପ୍ରତି କିଛି କର ନାହିଁ, କାରଣ ଏଥିନିମନ୍ତେ ସେମାନେ ମୋ’ ଛାତ ତଳେ ଆଶ୍ରୟ ନେଇ ଅଛନ୍ତି।”