Genesis 2:1 — Compare Translations
5 translations compared side by side
Odia - 1840
"ଏହିପରି ଭାବରେ, ପରମେଶ୍ବର ଆକାଶମଣ୍ଡଳ ରେ ଓ ପୃଥିବୀ ମଧିଅରେ ସମସ୍ତ ବସ୍ତୁର ସୃଷ୍ଟି ସମାପ୍ତ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ରୂପେ ଆକାଶମଣ୍ତଳ ଓ ପୃଥିବୀର, ପୁଣି ସେହି ଦୁଇରେ ସ୍ଥିତ ସମସ୍ତ ବସ୍ତୁର ସୃଷ୍ଟି ସମାପ୍ତଣହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ସପ୍ତମ ଦିନ-ବିଶ୍ରାମ ଏହିପରି ଭାବରେ, ପରମେଶ୍ୱର ଆକାଶମଣ୍ଡଳରେ ଓ ପୃଥିବୀ ମଧ୍ୟରେ ଥିବା ସମସ୍ତ ବସ୍ତୁର ସୃଷ୍ଟି ସମାପ୍ତ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ ଆକାଶମଣ୍ଡଳ ଓ ପୃଥିବୀର, ପୁଣି, ସେହି ଦୁଇସ୍ଥିତ ସମସ୍ତ ବସ୍ତୁର ସୃଷ୍ଟି ସମାପ୍ତ ହେଲା।
Odia IRV 2017 (ଓଡିଆ ବାଇବେଲ)
ଏହିରୂପେ ଆକାଶମଣ୍ଡଳ ଓ ପୃଥିବୀର, ପୁଣି, ସେହି ଦୁଇସ୍ଥିତ ସମସ୍ତ ବସ୍ତୁର ସୃଷ୍ଟି ସମାପ୍ତ ହେଲା।