Genesis 2:10 — Compare Translations
5 translations compared side by side
Odia - 1840
"ଗୋଟିଏ ନଦୀ ଏଦନରୁ ପ୍ରବାହିତ ହାଇେ ଉଦ୍ୟାନକୁ ଜଳ ଦିଏ। ଏହାପରେ ସହେି ନଦୀ ଚ଼ାରି ଭାଗ ରେ ବିଭକ୍ତ ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଉଦ୍ୟାନରେ ଜଳସେଚନାର୍ଥେ ଏଦନରୁ ଗୋଟିଏ ନଦୀ ନିର୍ଗତ ହୋଇ ସେହି ସ୍ଥାନରୁ ଭିନ୍ନ ଭିନ୍ନ ଚାରିଧାର ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ଗୋଟିଏ ନଦୀ ଏଦନରୁ ପ୍ରବାହିତ ହୋଇ ଉଦ୍ୟାନକୁ ଜଳ ଦିଏ। ଏହା ପରେ ସେହି ନଦୀ ଗ୍ଭରି ଭାଗରେ ବିଭକ୍ତ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଉଦ୍ୟାନରେ ଜଳସେଚନାର୍ଥେ ଏଦନରୁ ଗୋଟିଏ ନଦୀ ନିର୍ଗତ ହୋଇ ସେହି ସ୍ଥାନରୁ ଭିନ୍ନ ଭିନ୍ନ ଚାରିଧାର ହେଲା।
Odia IRV 2017 (ଓଡିଆ ବାଇବେଲ)
ଉଦ୍ୟାନରେ ଜଳସେଚନାର୍ଥେ ଏଦନରୁ ଗୋଟିଏ ନଦୀ ନିର୍ଗତ ହୋଇ ସେହି ସ୍ଥାନରୁ ଭିନ୍ନ ଭିନ୍ନ ଚାରିଧାର ହେଲା ।