Genesis 2:11 — Compare Translations

5 translations compared side by side

Odia - 1840
"ପ୍ରଥମ ନଦୀର ନାମ ପିଶାେନ୍ ଥିଲା। ତାହା ସମସ୍ତ ହବିଲା ଦେଶ ଚ଼ତୁପାଶର୍ବ ଦଇେ ବହିଗଲା, ଯେଉଁ ସ୍ଥାନ ରେ ସୁବର୍ଣ୍ଣ ଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରଥମ ନଦୀର ନାମ ପିଶୋନ; ତାହା ସ୍ଵର୍ଣ୍ଣୋତ୍ପାଦକ ହବିଲା ଦେଶସମୂହକୁ ବେଷ୍ଟନ କରେ ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରଥମ ନଦୀର ନାମ ପିଶୋନ୍ ଥିଲା। ତାହା ସମସ୍ତ ହବିଲା ଦେଶ ଚତୁର୍ପାର୍ଶ୍ୱ ଦେଇ ବହିଗଲା, ଯେଉଁ ସ୍ଥାନରେ ସୁବର୍ଣ୍ଣ ଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରଥମ ନଦୀର ନାମ ପିଶୋନ; ତାହା ସ୍ୱର୍ଣ୍ଣୋତ୍ପାଦକ ହବୀଲା ଦେଶସମୂହକୁ ବେଷ୍ଟନ କରେ।
Odia IRV 2017 (ଓଡିଆ ବାଇବେଲ)
ପ୍ରଥମ ନଦୀର ନାମ ପିଶୋନ; ତାହା ସ୍ୱର୍ଣ୍ଣୋତ୍ପାଦକ ହବୀଲା ଦେଶସମୂହକୁ ବେଷ୍ଟନ କରେ।