Genesis 2:12 — Compare Translations
5 translations compared side by side
Odia - 1840
"ସହେି ଦେଶ ରେ ଚ଼ିତ୍ତାକର୍ଷକ ସୁବର୍ଣ୍ଣ, ମୁକ୍ତା ଓ ଗୋମଦେକମଣି ଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ଦେଶର ସୁବର୍ଣ୍ଣ ଉତ୍ତମ, ପୁଣି ସେଠାରେ ମୁକ୍ତା ଓ ଗୋମେଦକ ମଣି ଜନ୍ମଇ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଦେଶରେ ଚିତ୍ତାକର୍ଷକ ସୁବର୍ଣ୍ଣ, ମୁକ୍ତା ଓ ଗୋମେଦକମଣି ଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ଦେଶର ସୁବର୍ଣ୍ଣ ଉତ୍ତମ, ପୁଣି, ସେଠାରେ ମୁକ୍ତା ଓ ଗୋମେଦକ ମଣି ଜନ୍ମଇ।
Odia IRV 2017 (ଓଡିଆ ବାଇବେଲ)
ସେହି ଦେଶର ସୁବର୍ଣ୍ଣ ଉତ୍ତମ, ପୁଣି, ସେଠାରେ ମୁକ୍ତା ଓ ଗୋମେଦକ ମଣି ଜନ୍ମଇ।