Genesis 2:13 — Compare Translations

5 translations compared side by side

Odia - 1840
"ଦ୍ବିତୀୟ ନଦୀର ନାମ ଗୀହାନ୍େ ଥିଲା। ଏହା ସମସ୍ତ କୁଶ ଦେଶକୁ ବ୍ଯାପିଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦ୍ଵିତୀୟ ନଦୀର ନାମ ଗୀହୋନ, ଏହା ସମସ୍ତ କୁଶ ଦେଶ ବେଷ୍ଟନ କରେ ।
Odia Bible ERV 2004 (ପବିତ୍ର ବାଇବଲ)
ଦ୍ୱିତୀୟ ନଦୀର ନାମ ଗୀହୋନ୍ ଥିଲା। ଏହା ସମସ୍ତ କୁଶ ଦେଶକୁ ବ୍ୟାପିଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦ୍ୱିତୀୟ ନଦୀର ନାମ ଗୀହୋନ; ଏହା ସମସ୍ତ କୂଶ ଦେଶ ବେଷ୍ଟନ କରେ।
Odia IRV 2017 (ଓଡିଆ ବାଇବେଲ)
ଦ୍ୱିତୀୟ ନଦୀର ନାମ ଗୀହୋନ; ଏହା ସମସ୍ତ କୂଶ ଦେଶ ବେଷ୍ଟନ କରେ।