Genesis 2:15 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ପରମେଶ୍ବର ସହେି ମନୁଷ୍ଯକୁ ନଇେ ଏଦନ ଉଦ୍ୟାନ ରେ କୃଷିକର୍ମ ଓ ତାହାର ଯତ୍ନ ନବୋ ପାଇଁ ନିୟୁକ୍ତ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସଦାପ୍ରଭୁ ପରମେଶ୍ଵର ସେହି ମନୁଷ୍ୟକୁ ନେଇ ଏଦନ ଉଦ୍ୟାନକୁ ସୁସଜ୍ଜିତ ଓ ରକ୍ଷା କରିବା ପାଇଁ ନିଯୁକ୍ତ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ପରମେଶ୍ୱର ସେହି ମନୁଷ୍ୟକୁ ନେଇ ଏଦନ ଉଦ୍ୟାନରେ କୃଷିକର୍ମ ଓ ତାହାର ଯତ୍ନ ନେବା ପାଇଁ ନିଯୁକ୍ତ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସଦାପ୍ରଭୁ ପରମେଶ୍ୱର ସେହି ମନୁଷ୍ୟକୁ ନେଇ ଏଦନ ଉଦ୍ୟାନକୁ ସୁସଜ୍ଜିତ ଓ ରକ୍ଷା କରିବା ପାଇଁ ନିଯୁକ୍ତ କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସଦାପ୍ରଭୁ ପରମେଶ୍ୱର ସେହି ମନୁଷ୍ୟକୁ ନେଇ ଏଦନ ଉଦ୍ୟାନକୁ ସୁସଜ୍ଜିତ ଓ ରକ୍ଷା କରିବା ପାଇଁ ନିଯୁକ୍ତ କଲେ।