Genesis 2:16 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ପରମେଶ୍ବର ମନୁଷ୍ଯକୁ ଏହି ନିର୍ଦ୍ଦେଶ ଦେଲେ ଏବଂ କହିଲେ, ତୁମ୍ଭେ ଉଦ୍ୟାନର ଯେ କୌଣସି ଗଛର ଫଳ ଖାଇପାରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ପରମେଶ୍ଵର ସେହି ମନୁଷ୍ୟକୁ ଆଜ୍ଞା ଦେଇ କହିଲେ, ତୁମ୍ଭେ ଉଦ୍ୟାନର ସମସ୍ତ ବୃକ୍ଷର ଫଳ ସ୍ଵଚ୍ଛନ୍ଦରେ ଭୋଜନ କରି ପାର,
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ପରମେଶ୍ୱର ମନୁଷ୍ୟକୁ ଏହି ନିର୍ଦ୍ଦେଶ ଦେଲେ ଏବଂ କହିଲେ, “ତୁମ୍ଭେ ଉଦ୍ୟାନର ଯେକୌଣସି ଗଛର ଫଳ ଖାଇ ପାରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ପରମେଶ୍ୱର ସେହି ମନୁଷ୍ୟକୁ ଆଜ୍ଞା ଦେଇ କହିଲେ, “ତୁମ୍ଭେ ଉଦ୍ୟାନର ସମସ୍ତ ବୃକ୍ଷର ଫଳ ସ୍ୱଚ୍ଛନ୍ଦରେ ଭୋଜନ କରିପାର,
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ପରମେଶ୍ୱର ସେହି ମନୁଷ୍ୟକୁ ଆଜ୍ଞା ଦେଇ କହିଲେ, “ତୁମ୍ଭେ ଉଦ୍ୟାନର ସମସ୍ତ ବୃକ୍ଷର ଫଳ ସ୍ୱଚ୍ଛନ୍ଦରେ ଭୋଜନ କରି ପାର,