Genesis 2:17 — Compare Translations
5 translations compared side by side
Odia - 1840
"କିନ୍ତୁ ସତ୍ ଓ ଅସତ୍ ଜ୍ଞାନଦାୟକ ବୃକ୍ଷର ଫଳ ଭୋଜନ କରିବ ନାହିଁ। ଯଦି ତୁମ୍ଭେ ସହେି ବୃକ୍ଷର ଫଳ ଖାଇବ ତୁମ୍ଭେ ସହେି ଦିନ ମରିବ!"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସଦସତ୍ ଜ୍ଞାନଦାୟକ ବୃକ୍ଷର ଫଳ ଭୋଜନ କରିବ ନାହିଁ, ଯେହେତୁ ଯେଉଁ ଦିନ ତାହା ଖାଇବ, ସେହି ଦିନ ନିତା; ମରିବ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ସତ୍ ଓ ଅସତ୍ ଜ୍ଞାନଦାୟକ ବୃକ୍ଷର ଫଳ ଭୋଜନ କରିବ ନାହିଁ। ଯଦି ତୁମ୍ଭେ ସେହି ବୃକ୍ଷର ଫଳ ଖାଇବ ତୁମ୍ଭେ ସେହି ଦିନ ମରିବ!”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର, ସଦସତ୍ ଜ୍ଞାନଦାୟକ ବୃକ୍ଷର ଫଳ ଭୋଜନ କରିବ ନାହିଁ, ଯେହେତୁ ଯେଉଁ ଦିନ ତାହା ଖାଇବ, ସେହି ଦିନ ନିତାନ୍ତ ମରିବ।”
Odia IRV 2017 (ଓଡିଆ ବାଇବେଲ)
ମାତ୍ର, ସଦସତ୍ ଜ୍ଞାନଦାୟକ ବୃକ୍ଷର ଫଳ ଭୋଜନ କରିବ ନାହିଁ, ଯେହେତୁ ଯେଉଁ ଦିନ ତାହା ଖାଇବ, ସେହି ଦିନ ନିତାନ୍ତ ମରିବ।”