Genesis 2:18 — Compare Translations

5 translations compared side by side

Odia - 1840
"ଏହାପରେ ସଦାପ୍ରଭୁ ପରମେଶ୍ବର କହିଲେ, ମୁଁ ଦେଖି ପାରୁଛି ଯେ ମନୁଷ୍ଯ ଏକାକୀ ଥିବା ଭଲ ନୁହେଁ, ମୁଁ ଆଉ ଜଣେ ଉପୟୁକ୍ତ ସହକାରିଣୀ ନିର୍ମାଣ କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ସଦାପ୍ରଭୁ ପରମେଶ୍ଵର କହିଲେ, ମନୁଷ୍ୟ ଏକାକୀ ଥିବା ଭଲ ନୁହେଁ, ଆମ୍ଭେ ତାହା ନିମନ୍ତେ ତାହାର ଅନୁରୂପ ସହକାରିଣୀ ନିର୍ମାଣ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରଥମ ନାରୀ ଏହା ପରେ ସଦାପ୍ରଭୁ ପରମେଶ୍ୱର କହିଲେ, “ମୁଁ ଦେଖି ପାରୁଛି ଯେ ମନୁଷ୍ୟ ଏକାକୀ ଥିବା ଭଲ ନୁହେଁ, ମୁଁ ଆଉ ଜଣେ ଉପଯୁକ୍ତ ସହକାରିଣୀ ନିର୍ମାଣ କରିବି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର କହିଲେ, “ମନୁଷ୍ୟ ଏକାକୀ ଥିବା ଭଲ ନୁହେଁ, ଆମ୍ଭେ ତାହା ନିମନ୍ତେ ତାହାର ଅନୁରୂପ ସହକାରିଣୀ ନିର୍ମାଣ କରିବା।”
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର କହିଲେ, “ମନୁଷ୍ୟ ଏକାକୀ ଥିବା ଭଲ ନୁହେଁ, ଆମ୍ଭେ ତାହା ନିମନ୍ତେ ତାହାର ଅନୁରୂପ ସହକାରିଣୀ ନିର୍ମାଣ କରିବା।”