Genesis 2:19 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ପରମେଶ୍ବର ଭୂମିର ଧୂଳିରୁ ସମସ୍ତ ପଶୁ ଓ ଆକାଶ ରେ ସମସ୍ତ ପକ୍ଷୀଗଣର ସୃଷ୍ଟି କଲେ। ପରମେଶ୍ବର ସମସ୍ତଙ୍କୁ ମନୁଷ୍ଯ ନିକଟକୁ ଦଖାଇବୋକୁ ଆଣିଲେ। ସହେି ମନୁଷ୍ଯ ସମାନଙ୍କେୁ କଣ କହି ଡ଼ାକିବ, ଏହା ଜାଣିବା ପାଇଁ। ସହେି ସୃଷ୍ଟି ପ୍ରାଣୀଙ୍କୁ ସେ ଯାହା କହି ଡ଼ାକିଲା, ତାହା ସମାନଙ୍କେର ନାମ ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସଦାପ୍ରଭୁ ପରମେଶ୍ଵର ଭୂମିରୁ ବିଲର ପଶୁଗଣ ଓ ଖେଚର ପକ୍ଷୀଗଣ ନିର୍ମାଣ କରି ଆଦମ ସେମାନଙ୍କୁ କି ନାମ ଦେବେ, ଏହା ଜାଣିବା ପାଇଁ ସମସ୍ତଙ୍କୁ ତାଙ୍କ ନିକଟକୁ ଆଣିଲେ । ତହିଁରେ ଆଦମ ସେହି ପ୍ରାଣୀବର୍ଗ ମଧ୍ୟରୁ ଯାହାକୁ ଯେଉଁ ନାମ ଦେଲେ, ତାହାର ସେହି ନାମ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ପରମେଶ୍ୱର ଭୂମିର ଧୂଳିରୁ ସମସ୍ତ ପଶୁ ଓ ଆକାଶରେ ସମସ୍ତ ପକ୍ଷୀଗଣର ସୃଷ୍ଟି କଲେ। ପରମେଶ୍ୱର ସମସ୍ତଙ୍କୁ ମନୁଷ୍ୟ ନିକଟକୁ ଦେଖାଇବାକୁ ଆଣିଲେ। ସେହି ମନୁଷ୍ୟ ସେମାନଙ୍କୁ କ’ଣ କହି ଡାକିବ, ଏହା ଜାଣିବା ପାଇଁ। ସେହି ସୃଷ୍ଟ ପ୍ରାଣୀଙ୍କୁ ସେ ଯାହା କହି ଡାକିଲା, ତାହା ସେମାନଙ୍କର ନାମ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସଦାପ୍ରଭୁ ପରମେଶ୍ୱର ଭୂମିରୁ ବିଲର ପଶୁଗଣ ଓ ଖେଚର ପକ୍ଷୀଗଣ ନିର୍ମାଣ କରି ଆଦମ ସେମାନଙ୍କୁ କି ନାମ ଦେବେ, ଏହା ଜାଣିବା ପାଇଁ ସମସ୍ତଙ୍କୁ ତାଙ୍କ ନିକଟକୁ ଆଣିଲେ। ତହିଁରେ ଆଦମ ସେହି ପ୍ରାଣୀବର୍ଗ ମଧ୍ୟରୁ ଯାହାକୁ ଯେଉଁ ନାମ ଦେଲେ, ତାହାର ସେହି ନାମ ହେଲା।
Odia IRV 2017 (ଓଡିଆ ବାଇବେଲ)