Genesis 2:20 — Compare Translations

5 translations compared side by side

Odia - 1840
"ମନୁଷ୍ଯ ବଡ଼ ପ୍ରାଣୀମାନଙ୍କର ନାମ, ଆକାଶ ରେ ଉଡୁଥିବା ପକ୍ଷୀ ଏବଂ ପ୍ରେତ୍ୟକକ ଜୀବିତ ପ୍ରାଣୀଙ୍କର ନାମ ରଖିଲା। କିନ୍ତୁ ତା' ଭିତରୁ କାହାକୁ ତାଙ୍କର ଅନୁରୂପ ସହକାରିଣୀ ଭାବେ ବାଛି ପାରି ନଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ରୂପେ ଆଦମ ପଶୁ, ଖେଚର ପକ୍ଷୀ ଓ ବିଲର ପ୍ରତ୍ୟେକ ଜନ୍ତୁର ନାମ ଦେଲେ; ମାତ୍ର ମନୁଷ୍ୟ ନିମନ୍ତେ ତାଙ୍କର ଅନୁରୂପ ସହକାରିଣୀ ଦେଖାଗଲା ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ମନୁଷ୍ୟ ବଡ଼ ପ୍ରାଣୀମାନଙ୍କର ନାମ, ଆକାଶରେ ଉଡ଼ୁଥିବା ପକ୍ଷୀ ଏବଂ ପ୍ରତ୍ୟେକ ଜୀବିତ ପ୍ରାଣୀଙ୍କର ନାମ ରଖିଲା। କିନ୍ତୁ ତା’ ଭିତରୁ କାହାକୁ ତାଙ୍କର ଅନୁରୂପ ସହକାରିଣୀ ଭାବେ ବାଛି ପାରି ନ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ ଆଦମ ପଶୁ, ଖେଚର ପକ୍ଷୀ ଓ ବିଲର ପ୍ରତ୍ୟେକ ଜନ୍ତୁର ନାମ ଦେଲେ; ମାତ୍ର, ମନୁଷ୍ୟ ନିମନ୍ତେ ତାଙ୍କର ଅନୁରୂପ ସହକାରିଣୀ ଦେଖାଗଲା ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଏହିରୂପେ ଆଦମ ପଶୁ, ଖେଚର ପକ୍ଷୀ ଓ ବିଲର ପ୍ରତ୍ୟେକ ଜନ୍ତୁର ନାମ ଦେଲେ; ମାତ୍ର, ମନୁଷ୍ୟ ନିମନ୍ତେ ତାଙ୍କର ଅନୁରୂପ ସହକାରିଣୀ ଦେଖାଗଲା ନାହିଁ।