Genesis 2:21 — Compare Translations
5 translations compared side by side
Odia - 1840
"ତା'ପରେ ସଦାପ୍ରଭୁ ପରମେଶ୍ବର ମନୁଷ୍ଯକୁ ଘାରେ ନିଦ୍ରା ରେ ଶୁଆଇ ଦେଲେ। ସେ ତା'ର ଶରୀରରୁ ଖଣ୍ଡେ ପଞ୍ଜରା ନେଲେ ଏବଂ ସହେି କ୍ଷତ ବନ୍ଦ କରି ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ସଦାପ୍ରଭୁ ପରମେଶ୍ଵର ଆଦମଙ୍କୁ ଘୋର ନିଦ୍ରାଗ୍ରସ୍ତ କରାଇ ସେହି ନିଦ୍ରା ସମୟରେ ତାଙ୍କର ଖଣ୍ତେ ପଞ୍ଜର ନେଇ ମାଂସ ଦ୍ଵାରା ସେହି ସ୍ଥାନ ପୂର୍ଣ୍ଣ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସଦାପ୍ରଭୁ ପରମେଶ୍ୱର ମନୁଷ୍ୟକୁ ଘୋର ନିଦ୍ରାରେ ଶୁଆଇ ଦେଲେ। ସେ ତା’ର ଶରୀରରୁ ଖଣ୍ଡେ ପଞ୍ଜରା ନେଲେ ଏବଂ ସେହି କ୍ଷତ ବନ୍ଦ କରିଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର ଆଦମଙ୍କୁ ଘୋର ନିଦ୍ରାଗ୍ରସ୍ତ କରାଇ ସେହି ନିଦ୍ରା ସମୟରେ ତାଙ୍କର ଖଣ୍ଡେ ପଞ୍ଜରା ନେଇ ମାଂସ ଦ୍ୱାରା ସେହି ସ୍ଥାନ ପୂର୍ଣ୍ଣ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର ଆଦମଙ୍କୁ ଘୋର ନିଦ୍ରାଗ୍ରସ୍ତ କରାଇ ସେହି ନିଦ୍ରା ସମୟରେ ତାଙ୍କର ଖଣ୍ଡେ ପଞ୍ଜରା ନେଇ ମାଂସ ଦ୍ୱାରା ସେହି ସ୍ଥାନ ପୂର୍ଣ୍ଣ କଲେ।