Genesis 2:22 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ପରମେଶ୍ବର ମନୁଷ୍ଯର ପଞ୍ଜରା ହାଡ଼ରୁ ଏକ ସ୍ତ୍ରୀ ନିର୍ମାଣ କଲେ। ଏବଂ ମନୁଷ୍ଯ ନିକଟକୁ ତାହାକୁ ଆଣିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସଦାପ୍ରଭୁ ପରମେଶ୍ଵର ଆଦମଙ୍କଠାରୁ ଯେଉଁ ପଞ୍ଜର ଖଣ୍ତିକ ନେଲେ, ତଦ୍ଦ୍ଵାରା ଏକ ସ୍ତ୍ରୀ ନିର୍ମାଣ କରି ଆଦମଙ୍କ ନିକଟକୁ ଆଣିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ପରମେଶ୍ୱର ମନୁଷ୍ୟର ପଞ୍ଜରା ହାଡ଼ରୁ ଏକ ସ୍ତ୍ରୀ ନିର୍ମାଣ କଲେ ଏବଂ ମନୁଷ୍ୟ ନିକଟକୁ ତାହାକୁ ଆଣିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସଦାପ୍ରଭୁ ପରମେଶ୍ୱର ଆଦମଙ୍କଠାରୁ ଯେଉଁ ପଞ୍ଜରା ଖଣ୍ଡିକ ନେଲେ, ତଦ୍ଦ୍ୱାରା ଏକ ସ୍ତ୍ରୀ ନିର୍ମାଣ କରି ଆଦମଙ୍କ ନିକଟକୁ ଆଣିଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ସଦାପ୍ରଭୁ ପରମେଶ୍ୱର ଆଦମଙ୍କଠାରୁ ଯେଉଁ ପଞ୍ଜରା ଖଣ୍ଡିକ ନେଲେ, ତଦ୍ଦ୍ୱାରା ଏକ ସ୍ତ୍ରୀ ନିର୍ମାଣ କରି ଆଦମଙ୍କ ନିକଟକୁ ଆଣିଲେ।