Genesis 2:23 — Compare Translations
5 translations compared side by side
Odia - 1840
"ସହେି ମନୁଷ୍ଯ କହିଲେ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଆଦମ କହିଲେ, ଏଥର ହେଲା; ଏ ମୋହର ଅସ୍ଥିର ଅସ୍ଥି ଓ ମାଂସର ମାଂସ; ଏହା ନାମ ନାରୀ, ଯେହେତୁ ଏ ନରଠାରୁ ନୀତା ହୋଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ମନୁଷ୍ୟ କହିଲା, “ସେ ମୋ’ ପରି, ତା’ର ହାଡ଼ ମୋର ହାଡ଼ରୁ ଆସିଛି। ତା’ର ଶରୀର ମୋର ଶରୀରରୁ ଆସିଛି। ଯେହେତୁ ସେ ନରଠାରୁ ଆସିଛି, ତାହାର ନାମ ‘ନାରୀ।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଆଦମ କହିଲେ, “ଏଥର ହେଲା; ଏ ମୋହର ଅସ୍ଥିର ଅସ୍ଥି ଓ ମାଂସର ମାଂସ; ଏହାର ନାମ ନାରୀ, ଯେହେତୁ ଏ ନରଠାରୁ ନୀତା ହୋଇଅଛି।”
Odia IRV 2017 (ଓଡିଆ ବାଇବେଲ)
ତହୁଁ ଆଦମ କହିଲେ, “ଏଥର ହେଲା; ଏ ମୋହର ଅସ୍ଥିର ଅସ୍ଥି ଓ ମାଂସର ମାଂସ; ଏହାର ନାମ ନାରୀ, ଯେହେତୁ ଏ ନରଠାରୁ ନୀତା ହୋଇଅଛି।”