Genesis 2:24 — Compare Translations
5 translations compared side by side
Odia - 1840
"ମନୁଷ୍ଯ ପିତା ମାତାଙ୍କୁ ଛାଡ଼ି ସ୍ତ୍ରୀ ସହିତ ଏକତ୍ରୀତ ହବେ। ଯେପରି ସମାନେେ ଏକ ବ୍ଯକ୍ତି, ଏହା ଏପରି ଭାବରେ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏନିମନ୍ତେ ମନୁଷ୍ୟ ଆପଣା ପିତାମାତାଙ୍କୁ ଛାଡ଼ି ଆପଣା ଭାର୍ଯ୍ୟାଠାରେ ଆସକ୍ତ ହେବ, ଆଉ ସେମାନେ ଏକାଙ୍ଗ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
ମନୁଷ୍ୟ ପିତାମାତାଙ୍କୁ ଛାଡ଼ି ସ୍ତ୍ରୀ ସହିତ ଏକତ୍ରିତ ହେବ। ଯେପରି ସେମାନେ ଏକ ବ୍ୟକ୍ତି, ଏହା ଏପରି ଭାବରେ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏନିମନ୍ତେ ମନୁଷ୍ୟ ଆପଣା ପିତାମାତାଙ୍କୁ ଛାଡ଼ି ଆପଣା ଭାର୍ଯ୍ୟାଠାରେ ଆସକ୍ତ ହେବ, ଆଉ ସେମାନେ ଏକାଙ୍ଗ ହେବେ।
Odia IRV 2017 (ଓଡିଆ ବାଇବେଲ)
ଏନିମନ୍ତେ ମନୁଷ୍ୟ ଆପଣା ପିତାମାତାଙ୍କୁ ଛାଡ଼ି ଆପଣା ଭାର୍ଯ୍ୟାଠାରେ ଆସକ୍ତ ହେବ, ଆଉ ସେମାନେ ଏକାଙ୍ଗ ହେବେ।