Genesis 2:25 — Compare Translations
5 translations compared side by side
Odia - 1840
"ମନୁଷ୍ଯ ଓ ତାଙ୍କର ସ୍ତ୍ରୀ ଉଲଗ୍ନ ଥିଲେ, କିନ୍ତୁ ସମାନେେ ଲଜ୍ଜାବୋଧ କରୁନଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଦମ ଓ ତାଙ୍କର ଭାର୍ଯ୍ୟା, ଦୁହେଁ ଉଲଙ୍ଗ ଥିଲେ ହେଁ ସେମାନଙ୍କର ଲଜ୍ଜାବୋଧ ନ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ମନୁଷ୍ୟ ଓ ତାଙ୍କର ସ୍ତ୍ରୀ ଉଲଗ୍ନ ଥିଲେ, କିନ୍ତୁ ସେମାନେ ଲଜ୍ଜାବୋଧ କରୁ ନ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଦମ ଓ ତାଙ୍କର ଭାର୍ଯ୍ୟା, ଦୁହେଁ ଉଲଙ୍ଗ ଥିଲେ ହେଁ ସେମାନଙ୍କର ଲଜ୍ଜାବୋଧ ନ ଥିଲା।
Odia IRV 2017 (ଓଡିଆ ବାଇବେଲ)
ଆଦମ ଓ ତାଙ୍କର ଭାର୍ଯ୍ୟା, ଦୁହେଁ ଉଲଙ୍ଗ ଥିଲେ ହେଁ ସେମାନଙ୍କର ଲଜ୍ଜାବୋଧ ନ ଥିଲା।