Genesis 2:3 — Compare Translations
5 translations compared side by side
Odia - 1840
"ତା'ପରେ ପରମେଶ୍ବର ଏହି ଦିନଟିକୁ ଆଶୀର୍ବାଦ କଲେ ଏବଂ ଏହାକୁ ଏକ ପବିତ୍ର ଦିନ କଲେ। କାରଣ ପରମେଶ୍ବର ସମସ୍ତ ଜିନିଷ ସୃଷ୍ଟି କରିସାରିଲା ପରେ ବିଶ୍ରାମ ନେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ପରମେଶ୍ଵର ସପ୍ତମ ଦିନକୁ ଆଶୀର୍ବାଦ କରି ପବିତ୍ର କଲେ । ଯେହେତୁ ସେହି ଦିନରେ ପରମେଶ୍ଵର ସୃଷ୍ଟିକରଣରୂପ ଆପଣାର କୃତ ସମସ୍ତ କାର୍ଯ୍ୟରୁ ବିଶ୍ରାମ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ପରମେଶ୍ୱର ଏହି ଦିନଟିକୁ ଆଶୀର୍ବାଦ କଲେ ଏବଂ ଏହାକୁ ଏକ ପବିତ୍ର ଦିନ କଲେ। କାରଣ ପରମେଶ୍ୱର ସମସ୍ତ ସୃଷ୍ଟି କରି ସାରିଲା ପରେ ବିଶ୍ରାମ ନେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ପରମେଶ୍ୱର ସପ୍ତମ ଦିନକୁ ଆଶୀର୍ବାଦ କରି ପବିତ୍ର କଲେ। ଯେହେତୁ ସେହି ଦିନରେ ପରମେଶ୍ୱର ସୃଷ୍ଟିକରଣରୂପ ଆପଣାର କୃତ ସମସ୍ତ କାର୍ଯ୍ୟରୁ ବିଶ୍ରାମ କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ପରମେଶ୍ୱର ସପ୍ତମ ଦିନକୁ ଆଶୀର୍ବାଦ କରି ପବିତ୍ର କଲେ। ଯେହେତୁ ସେହି ଦିନରେ ପରମେଶ୍ୱର ସୃଷ୍ଟିକରଣରୂପ ଆପଣାର କୃତ ସମସ୍ତ କାର୍ଯ୍ୟରୁ ବିଶ୍ରାମ କଲେ।