Genesis 2:4 — Compare Translations
5 translations compared side by side
Odia - 1840
"ଏହା ହେଲା ପୃଥିବୀ ଓ ଆକାଶର ଇତିହାସ। ଯେଉଁ ସମୟରେ ପରମେଶ୍ବର ଆକାଶମଣ୍ଡଳ ଓ ପୃଥିବୀ ନିର୍ମାଣ କଲେ, ଏହା ସହେି ସମୟର ଇତିହାସ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସୃଷ୍ଟିକାଳରେ ଆକାଶମଣ୍ତଳ ଓ ପୃଥିବୀର ବିବରଣ ଏହି । ଯେଉଁ ସମୟରେ ସଦାପ୍ରଭୁ ପରମେଶ୍ଵର ଆକାଶମଣ୍ତଳ ଓ ପୃଥିବୀ ନିର୍ମାଣ କଲେ,
Odia Bible ERV 2004 (ପବିତ୍ର ବାଇବଲ)
ମନୁଷ୍ୟର ସୃଷ୍ଟି ଏହା ହେଲା ପୃଥିବୀ ଓ ଆକାଶମଣ୍ଡଳର ଇତିହାସ। ଯେଉଁ ସମୟରେ ପରମେଶ୍ୱର ଆକାଶମଣ୍ଡଳ ଓ ପୃଥିବୀ ନିର୍ମାଣ କଲେ, ଏହା ସେହି ସମୟର ଇତିହାସ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସୃଷ୍ଟିକାଳରେ ଆକାଶମଣ୍ଡଳ ଓ ପୃଥିବୀର ବିବରଣ ଏହି। ଯେଉଁ ସମୟରେ ସଦାପ୍ରଭୁ ପରମେଶ୍ୱର ଆକାଶମଣ୍ଡଳ ଓ ପୃଥିବୀ ନିର୍ମାଣ କଲେ,
Odia IRV 2017 (ଓଡିଆ ବାଇବେଲ)
ସୃଷ୍ଟିକାଳରେ ଆକାଶମଣ୍ଡଳ ଓ ପୃଥିବୀର ବିବରଣ ଏହି। ଯେଉଁ ସମୟରେ ସଦାପ୍ରଭୁ ପରମେଶ୍ୱର ଆକାଶମଣ୍ଡଳ ଓ ପୃଥିବୀ ନିର୍ମାଣ କଲେ,