Genesis 2:5 — Compare Translations

5 translations compared side by side

Odia - 1840
"ସହେି ସମୟରେ କୌଣସି ବୁଦା ବା ଘାସ ବଢ଼ିନଥିଲା, ସଦାପ୍ରଭୁ ପୃଥିବୀ ରେ ବର୍ଷା କରାଇ ନଥିଲେ। କାରଣ ପୃଥିବୀର ଯତ୍ନ ନବୋପାଇଁ କହେି ନଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ସମୟରେ କ୍ଷେତ୍ରରେ କୌଣସି ତୃଣ ନ ଥିଲା ଓ ଭୂମିରେ କୌଣସି ଶାକ ନ ଥିଲା; ଯେହେତୁ ସଦାପ୍ରଭୁ ପରମେଶ୍ଵର ପୃଥିବୀରେ ବୃଷ୍ଟି କରାଇ ନ ଥିଲେ, ଆଉ କୃଷିକର୍ମ କରିବାକୁ ମନୁଷ୍ୟ ହିଁ ନ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ସମୟରେ କୌଣସି ବୁଦା ବା ଘାସ ବଢ଼ି ନ ଥିଲା, ସଦାପ୍ରଭୁ ପୃଥିବୀରେ ବର୍ଷା କରାଇ ନ ଥିଲେ। କାରଣ ପୃଥିବୀର ଯତ୍ନ ନେବା ପାଇଁ କେହି ନ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ସମୟରେ କ୍ଷେତ୍ରରେ କୌଣସି ତୃଣ ନ ଥିଲା ଓ ଭୂମିରେ କୌଣସି ଶାକ ନ ଥିଲା; ଯେହେତୁ ସଦାପ୍ରଭୁ ପରମେଶ୍ୱର ପୃଥିବୀରେ ବୃଷ୍ଟି କରାଇ ନ ଥିଲେ, ଆଉ କୃଷିକର୍ମ କରିବାକୁ ମନୁଷ୍ୟ ହିଁ ନ ଥିଲା।
Odia IRV 2017 (ଓଡିଆ ବାଇବେଲ)
ସେହି ସମୟରେ କ୍ଷେତ୍ରରେ କୌଣସି ତୃଣ ନ ଥିଲା ଓ ଭୂମିରେ କୌଣସି ଶାକ ନ ଥିଲା; ଯେହେତୁ ସଦାପ୍ରଭୁ ପରମେଶ୍ୱର ପୃଥିବୀରେ ବୃଷ୍ଟି କରାଇ ନ ଥିଲେ, ଆଉ କୃଷିକର୍ମ କରିବାକୁ ମନୁଷ୍ୟ ହିଁ ନ ଥିଲା।