Genesis 2:6 — Compare Translations

5 translations compared side by side

Odia - 1840
"ଭୂମିରେ କାକର ପଡ଼ି ସମସ୍ତ ପୃଥିବୀକୁ ସନ୍ତସନ୍ତିଆ କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ପୃଥିବୀରୁ ଏକ କୁହୁଡ଼ି ଉଠି ସମସ୍ତ ଭୂମିରେ ଜଳ ସିଞ୍ଚିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଭୂମିରେ କାକର ପଡ଼ି ସମସ୍ତ ପୃଥିବୀକୁ ସନ୍ତସନ୍ତିଆ କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ପୃଥିବୀରୁ ଏକ କୁହୁଡ଼ି ଉଠି ସମସ୍ତ ଭୂମିରେ ଜଳ ସିଞ୍ଚିଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ପୃଥିବୀରୁ ଏକ କୁହୁଡ଼ି ଉଠି ସମସ୍ତ ଭୂମିରେ ଜଳ ସିଞ୍ଚିଲା।