Genesis 2:8 — Compare Translations

5 translations compared side by side

Odia - 1840
"ଏହାପରେ ସଦାପ୍ରଭୁ ପରମେଶ୍ବର, ଏଦନ୍ର ପୂର୍ବ ଦିଗ ରେ ଏକ ଉଦ୍ୟାନ ରୋପଣ କଲେ, ଏବଂ ସଠାେରେ ସେ ସୃଷ୍ଟି କରିଥିବା ମନୁଷ୍ଯକୁ ରଖିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସଦାପ୍ରଭୁ ପରମେଶ୍ଵର ପୂର୍ବଦିଗସ୍ଥ ଏଦନରେ ଏକ ଉଦ୍ୟାନ ପ୍ରସ୍ତୁତ କରି ସେଠାରେ ସ୍ଵନିର୍ମିତ ମନୁଷ୍ୟକୁ ରଖିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ସଦାପ୍ରଭୁ ପରମେଶ୍ୱର, ଏଦନର ପୂର୍ବ ଦିଗରେ ଏକ ଉଦ୍ୟାନ ରୋପଣ କଲେ, ଏବଂ ସେଠାରେ ସେ ସୃଷ୍ଟି କରିଥିବା ମନୁଷ୍ୟକୁ ରଖିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସଦାପ୍ରଭୁ ପରମେଶ୍ୱର ପୂର୍ବଦିଗସ୍ଥ ଏଦନ ନାମକ ସ୍ଥାନରେ ଏକ ଉଦ୍ୟାନ ପ୍ରସ୍ତୁତ କରି ସେଠାରେ ସ୍ୱନିର୍ମିତ ମନୁଷ୍ୟକୁ ରଖିଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ସଦାପ୍ରଭୁ ପରମେଶ୍ୱର ପୂର୍ବଦିଗସ୍ଥ ଏଦନ ନାମକ ସ୍ଥାନରେ ଏକ ଉଦ୍ୟାନ ପ୍ରସ୍ତୁତ କରି ସେଠାରେ ସ୍ୱନିର୍ମିତ ମନୁଷ୍ୟକୁ ରଖିଲେ।