Genesis 2:9 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ପରମେଶ୍ବର ପ୍ରେତ୍ୟକକ ପ୍ରକାର ବୃକ୍ଷ ଯାହା ଦେଖିବାକୁ ସୁନ୍ଦର ଏବଂ ଖାଦ୍ୟ ପାଇଁ ଭଲ, ପୃଥିବୀ ରେ ସୃଷ୍ଟି କଲେ। ସହେି ଭାବରେ ଉଦ୍ୟାନ ରେ ମଧ୍ଯଭାଗ ରେ ଜୀବନ ଦାୟକ ବୃକ୍ଷ ଓ ଭଲ ଓ ମନ୍ଦ ବିଷଯ ରେ ଜ୍ଞାନ ଦବୋ ବୃକ୍ଷ ମଧ୍ଯ ଉତ୍ପନ୍ନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ପରମେଶ୍ଵର ସେହି ଭୂମିରୁ ନାନାଜାତୀୟ ସୁଦୃଶ୍ୟ ଓ ସୁଖାଦ୍ୟ ବୃକ୍ଷ, ପୁଣି ସେହି ଉଦ୍ୟାନର ମଧ୍ୟସ୍ଥାନରେ ଅମୃତ ବୃକ୍ଷ ଓ ସଦସତ୍ ଜ୍ଞାନଦାୟକ ବୃକ୍ଷ ଉତ୍ପନ୍ନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ପରମେଶ୍ୱର ପ୍ରତ୍ୟେକ ପ୍ରକାର ବୃକ୍ଷ ଯାହା ଦେଖିବାକୁ ସୁନ୍ଦର ଏବଂ ଖାଦ୍ୟ ପାଇଁ ଭଲ, ପୃଥିବୀରେ ସୃଷ୍ଟି କଲେ। ସେହିପରି ଭାବରେ ଉଦ୍ୟାନର ମଧ୍ୟଭାଗରେ ଜୀବନ ଦାୟକ ବୃକ୍ଷ ଓ ଭଲ ଓ ମନ୍ଦ ବିଷୟରେ ଜ୍ଞାନ ଦେବା ବୃକ୍ଷ ମଧ୍ୟ ଉତ୍ପନ୍ନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ପରମେଶ୍ୱର ସେହି ଭୂମିରୁ ନାନାଜାତୀୟ ସୁଦୃଶ୍ୟ ଓ ସୁଖାଦ୍ୟ ବୃକ୍ଷ, ପୁଣି, ସେହି ଉଦ୍ୟାନର ମଧ୍ୟସ୍ଥାନରେ ଅମୃତ ବୃକ୍ଷ ଓ ସଦସତ୍‍ ଜ୍ଞାନଦାୟକ ବୃକ୍ଷ ଉତ୍ପନ୍ନ କଲେ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ପରମେଶ୍ୱର ସେହି ଭୂମିରୁ ନାନାଜାତୀୟ ସୁଦୃଶ୍ୟ ଓ ସୁଖାଦ୍ୟ ବୃକ୍ଷ, ପୁଣି, ସେହି ଉଦ୍ୟାନର ମଧ୍ୟସ୍ଥାନରେ ଅମୃତ ବୃକ୍ଷ ଓ ସଦସତ୍‍ ଜ୍ଞାନଦାୟକ ବୃକ୍ଷ ଉତ୍ପନ୍ନ କଲେ।