Genesis 20:1 — Compare Translations
5 translations compared side by side
Odia - 1840
"ଏହାପରେ ଅବ୍ରହାମ ସଠାରୁେ ଦକ୍ଷିଣ ଦେଶକୁ ୟାତ୍ରାକରି କାଦେଶ ଓ ଶୁର ରେ ମଧ୍ଯସ୍ଥାନ ରେ ଥାଇ ଗରାର ରେ ବାସ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଅବ୍ରହାମ ସେଠାରୁ ଦକ୍ଷିଣ ଦେଶକୁ ଯାତ୍ରା କରି କାଦେଶ ଓ ଶୂରର ମଧ୍ୟ ସ୍ଥାନରେ ଥାଇ ଗରାରରେ ପ୍ରବାସ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଅବ୍ରହାମ ଗରାରକୁ ଗଲେ ଏହା ପରେ ଅବ୍ରହାମ ସେଠାରୁ ଦକ୍ଷିଣ ଦେଶକୁ ଯାତ୍ରା କରି କାଦେଶ ଓ ଶୁରର ମଧ୍ୟସ୍ଥାନରେ ଥାଇ ଗରାରରେ ବାସ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଅବ୍ରହାମ ସେଠାରୁ ଦକ୍ଷିଣ ଦେଶକୁ ଯାତ୍ରା କରି କାଦେଶ ଓ ଶୂରର ମଧ୍ୟସ୍ଥାନରେ ଥାଇ ଗରାରରେ ପ୍ରବାସ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଅବ୍ରହାମ ସେଠାରୁ ଦକ୍ଷିଣ ଦେଶକୁ ଯାତ୍ରା କରି କାଦେଶ ଓ ଶୂରର ମଧ୍ୟ ସ୍ଥାନରେ ଥାଇ ଗରାରରେ ପ୍ରବାସ କଲେ।