Genesis 20:12 — Compare Translations

5 translations compared side by side

Odia - 1840
"ସେ ମାରେ ସ୍ତ୍ରୀ, କିନ୍ତୁ ସେ ମଧ୍ଯ ମାରେ ଭଉଣୀ। ସେ ହେଉଛନ୍ତି ମାେ ବାପାଙ୍କର ଏକ ଝିଅ। କିନ୍ତୁ ସେ ମାେ ମାର ଝିଅ ନୁହେଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ମୋହର ଭଗିନୀ, ଏହା ସତ୍ୟ, ଯେହେତୁ ସେ ମୋହର ପିତୃକନ୍ୟା, ମାତୃକନ୍ୟା ନୁହେଁ, ପୁଣି ମୋହର ଭାର୍ଯ୍ୟା ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ସେ ମୋର ସ୍ତ୍ରୀ, କିନ୍ତୁ ସେ ମଧ୍ୟ ମୋର ଭଉଣୀ। ସେ ହେଉଛି ମୋ’ ବାପାଙ୍କର ଏକ ଝିଅ। କିନ୍ତୁ ସେ ମୋ’ ମା’ର ଝିଅ ନୁହେଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ମୋହର ଭଗିନୀ, ଏହା ସତ୍ୟ, ଯେହେତୁ ସେ ମୋହର ପିତୃକନ୍ୟା, ମାତୃକନ୍ୟା ନୁହେଁ, ପୁଣି, ମୋହର ଭାର୍ଯ୍ୟା ହେଲା।
Odia IRV 2017 (ଓଡିଆ ବାଇବେଲ)
ସେ ମୋହର ଭଗିନୀ, ଏହା ସତ୍ୟ, ଯେହେତୁ ସେ ମୋହର ପିତୃକନ୍ୟା, ମାତୃକନ୍ୟା ନୁହେଁ, ପୁଣି, ମୋହର ଭାର୍ଯ୍ୟା ହେଲା।