Genesis 20:13 — Compare Translations

5 translations compared side by side

Odia - 1840
"ପରମେଶ୍ବର ମାେତେ ମାରେ ପିତାଙ୍କ ଗୃହରୁ ଦୂରକୁ ଆଗଇେ ନେଲେ। ପରମେଶ୍ବର ମାେତେ ଏକ ସ୍ଥାନରୁ ଅନ୍ୟସ୍ଥାନକୁ ବୁଲାଇଲେ। ଏପରି ଯେତବେେଳେ ହେଲା ମୁଁ ସାରାକୁ କହିଲି, 'ଦୟାକରି ମାେ ପାଇଁ ଏହା କର! ଆମ୍ଭେ ଯେଉଁଠାକୁ ୟିବା, ତୁମ୍ଭେ ଲୋକମାନଙ୍କୁ କହିବ ମୁଁ ତୁମ୍ଭର ଭାଇ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେତେବେଳେ ପରମେଶ୍ଵର ମୋତେ ପୈତୃକ ଗୃହରୁ ଭ୍ରମଣ କରାଇଲେ, ସେତେବେଳେ ମୁଁ ତାହାକୁ କହିଲି, ତୁମ୍ଭେ ମୋʼ ପ୍ରତି ଏହି ଅନୁଗ୍ରହ କରିବ, ଆମ୍ଭେମାନେ ଯେଉଁ ଯେଉଁ ସ୍ଥାନକୁ ଯିବୁ, ସେହି ସେହି ସ୍ଥାନରେ ତୁମ୍ଭେ ମୋତେ ଭାଇ ବୋଲି ପରିଚୟ ଦେବ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ମୋତେ ମୋର ପିତାଙ୍କ ଗୃହରୁ ଦୂରକୁ ଆଗେଇ ନେଲେ। ପରମେଶ୍ୱର ମୋତେ ଏକ ସ୍ଥାନରୁ ଅନ୍ୟ ସ୍ଥାନକୁ ବୁଲାଇଲେ। ଏପରି ଯେତେବେଳେ ହେଲା ମୁଁ ସାରାକୁ କହିଲି, ‘ଦୟାକରି ମୋ’ ପାଇଁ ଏହା କର! ଆମ୍ଭେ ଯେଉଁଠାକୁ ଯିବା, ତୁମ୍ଭେ ଲୋକମାନଙ୍କୁ କହିବ ମୁଁ ତୁମ୍ଭର ଭାଇ।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେତେବେଳେ ପରମେଶ୍ୱର ମୋତେ ପୈତୃକ ଗୃହରୁ ଭ୍ରମଣ କରାଇଲେ, ସେତେବେଳେ ମୁଁ ତାହାକୁ କହିଲି, ‘ତୁମ୍ଭେ ମୋʼ ପ୍ରତି ଏହି ଅନୁଗ୍ରହ କରିବ, ଆମ୍ଭେମାନେ ଯେଉଁ ଯେଉଁ ସ୍ଥାନକୁ ଯିବୁ, ସେହି ସେହି ସ୍ଥାନରେ ତୁମ୍ଭେ ମୋତେ ଭାଇ ବୋଲି ପରିଚୟ ଦେବ।’”
Odia IRV 2017 (ଓଡିଆ ବାଇବେଲ)
ଯେତେବେଳେ ପରମେଶ୍ୱର ମୋତେ ପୈତୃକ ଗୃହରୁ ଭ୍ରମଣ କରାଇଲେ, ସେତେବେଳେ ମୁଁ ତାହାକୁ କହିଲି, ତୁମ୍ଭେ ମୋ’ ପ୍ରତି ଏହି ଅନୁଗ୍ରହ କରିବ, ଆମ୍ଭେମାନେ ଯେଉଁ ଯେଉଁ ସ୍ଥାନକୁ ଯିବୁ, ସେହି ସେହି ସ୍ଥାନରେ ତୁମ୍ଭେ ମୋତେ ଭାଇ ବୋଲି ପରିଚୟ ଦେବ।”