Genesis 20:14 — Compare Translations

5 translations compared side by side

Odia - 1840
"ତେଣୁ ଅବିମଲକେ ସାରାକ ଅବ୍ରହାମକୁ ଫରୋଇ ଦେଲେ। ଅବିମଲକେ ମଧ୍ଯ ତାଙ୍କୁ କିଛି ମଷେ, ଗାଇ, ଗୋରୁ ଏବଂ କିଛି ସବେକ ଓ ସବେିକାଗଣଙ୍କୁ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ଅବିମେଲକ ମେଷ ଓ ଗୋରୁ ଓ ଦାସଦାସୀ ଅଣାଇ ଅବ୍ରହାମଙ୍କୁ ଦେଲେ ଓ ତାଙ୍କର ଭାର୍ଯ୍ୟା ସାରାକୁ ମଧ୍ୟ ଫେରାଇ ଦେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଅବିମେଲକ ସାରାକୁ ଫେରାଇ ଦେଲେ। ଅବିମେଲକ ମଧ୍ୟ ତାଙ୍କୁ କିଛି ମେଷ, ଗାଈ, ଗୋରୁ ଏବଂ କିଛି ସେବକ ଓ ସେବିକାଗଣଙ୍କୁ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ଅବିମେଲକ ମେଷ ଓ ଗୋରୁ ଓ ଦାସଦାସୀ ଅଣାଇ ଅବ୍ରହାମଙ୍କୁ ଦେଲେ ଓ ତାଙ୍କର ଭାର୍ଯ୍ୟା ସାରାକୁ ମଧ୍ୟ ଫେରାଇ ଦେଲେ।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ଅବିମେଲକ ମେଷ ଓ ଗୋରୁ ଓ ଦାସଦାସୀ ଅଣାଇ ଅବ୍ରହାମଙ୍କୁ ଦେଲେ ଓ ତାଙ୍କର ଭାର୍ଯ୍ୟା ସାରାକୁ ମଧ୍ୟ ଫେରାଇ ଦେଲେ।