Genesis 20:16 — Compare Translations

5 translations compared side by side

Odia - 1840
"ଅବିମଲକେ ସାରାକୁ କହିଲା, ମୁଁ ତୁମ୍ଭର ଭାଇକୁ ସହସ୍ର ରୂପା ଖଣ୍ଡ ଦେଉଛି। ମୁଁ ଏପରି କରୁଛି କାରଣ ମୁଁ ଅନୁତପ୍ତ ଯେ ଯାହାକରିଛି ଭୁଲ କରିଛି। ମୁଁ ଚା ହେଁ ପ୍ରେତ୍ୟକକ ଦେଖନ୍ତୁ ଓ ହୃଦ୍ବୋଧ କରନ୍ତୁ ଯେ, ମୁଁ ଠିକ୍ କରୁଛି ବୋଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେ ସାରାକୁ କହିଲେ, ଦେଖ, ଆମ୍ଭେ ତୁମ୍ଭ ଭ୍ରାତାକୁ ସହସ୍ର ଖଣ୍ତ ରୂପା ଦେଲୁ; ଦେଖ, ତାହା ତୁମ୍ଭ ପ୍ରତି ଘଟିଥିବା ସକଳ ବିଷୟ ନିମନ୍ତେ ସମସ୍ତଙ୍କ ସାକ୍ଷାତରେ ଚକ୍ଷୁର ଆବରଣ ସ୍ଵରୂପ; ଆଉ ସମସ୍ତ ବିଷୟରେ ତୁମ୍ଭ ପ୍ରତି ନ୍ୟାୟ ବିଚାର କରାଗଲା ।
Odia Bible ERV 2004 (ପବିତ୍ର ବାଇବଲ)
ଅବିମେଲକ ସାରାକୁ କହିଲେ, “ମୁଁ ତୁମ୍ଭର ଭାଇକୁ ସହସ୍ର ରୂପା ଖଣ୍ଡ ଦେଉଛି। ମୁଁ ଏପରି କରୁଛି କାରଣ ମୁଁ ଅନୁତପ୍ତ ଯେ ଯାହା କରିଛି ଭୁଲ୍ କରିଛି। ମୁଁ ଗ୍ଭହେଁ ପ୍ରତ୍ୟେକେ ଦେଖନ୍ତୁ ଓ ହୃ‌ଦ୍‌ବୋଧ କରନ୍ତୁ ଯେ, ମୁଁ ଠିକ୍ କରୁଛି ବୋଲି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ସାରାକୁ କହିଲେ, “ଦେଖ, ଆମ୍ଭେ ତୁମ୍ଭ ଭ୍ରାତାକୁ ସହସ୍ର ଖଣ୍ଡ ରୂପା ଦେଲୁ; ଦେଖ, ତାହା ତୁମ୍ଭ ପ୍ରତି ଘଟିଥିବା ସକଳ ବିଷୟ ନିମନ୍ତେ ସମସ୍ତଙ୍କ ସାକ୍ଷାତରେ ଚକ୍ଷୁର ଆବରଣ ସ୍ୱରୂପ; ଆଉ ସମସ୍ତ ବିଷୟରେ ତୁମ୍ଭ ପ୍ରତି ନ୍ୟାୟବିଚାର କରାଗଲା।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ସାରାକୁ କହିଲେ, “ଦେଖ, ଆମ୍ଭେ ତୁମ୍ଭ ଭ୍ରାତାକୁ ସହସ୍ର ଖଣ୍ଡ ରୂପା ଦେଲୁ; ଦେଖ, ତାହା ତୁମ୍ଭ ପ୍ରତି ଘଟିଥିବା ସକଳ ବିଷୟ ନିମନ୍ତେ ସମସ୍ତଙ୍କ ସାକ୍ଷାତରେ ଚକ୍ଷୁର ଆବରଣ ସ୍ୱରୂପ; ଆଉ ସମସ୍ତ ବିଷୟରେ ତୁମ୍ଭ ପ୍ରତି ନ୍ୟାୟ ବିଚାର କରାଗଲା।”