Genesis 20:17 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ଅବିମଲକଙ୍କେର ସମସ୍ତ ସ୍ତ୍ରୀଙ୍କୁ ବନ୍ଧ୍ଯା କଲେ। ପରମେଶ୍ବର ଏପରି କଲେ କାରଣ ଅବିମଲକେ ଅବ୍ରହାମଙ୍କ ସ୍ତ୍ରୀ ସାରାଙ୍କୁ ନଇେଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଅବ୍ରହାମ ପରମେଶ୍ଵରଙ୍କ ନିକଟରେ ପ୍ରାର୍ଥନା କରନ୍ତେ, ପରମେଶ୍ଵର ଅବିମେଲକଙ୍କୁ ଓ ତାଙ୍କ ଭାର୍ଯ୍ୟାକୁ ଓ ତାହାର ଦାସୀଗଣକୁ ସୁସ୍ଥ କଲେ; ତହିଁରେ ସେମାନଙ୍କର ସନ୍ତାନସନ୍ତତି ଜାତ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଅବିମେଲକଙ୍କର ସମସ୍ତ ସ୍ତ୍ରୀଙ୍କୁ ବନ୍ଧ୍ୟା କଲେ। ପରମେଶ୍ୱର ଏପରି କଲେ, କାରଣ ଅବିମେଲକ ଅବ୍ରହାମଙ୍କ ସ୍ତ୍ରୀ ସାରାଙ୍କୁ ନେଇଥିଲେ। କିନ୍ତୁ ଅବ୍ରହାମ ପରମେଶ୍ୱରଙ୍କୁ ପ୍ରାର୍ଥନା କଲେ ଏବଂ ପରମେଶ୍ୱର ଅବିମେଲକ, ତାଙ୍କର ସମସ୍ତ ସ୍ତ୍ରୀଗଣଙ୍କୁ ଓ ଦାସୀଗଣଙ୍କୁ ଆରୋଗ୍ୟ କଲେ। ଏବଂ ସେମାନଙ୍କର ସନ୍ତାନସନ୍ତତି ଜାତ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଅବ୍ରହାମ ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କରନ୍ତେ, ପରମେଶ୍ୱର ଅବିମେଲକଙ୍କୁ ଓ ତାଙ୍କ ଭାର୍ଯ୍ୟାକୁ ଓ ତାହାର ଦାସୀଗଣକୁ ସୁସ୍ଥ କଲେ; ତହିଁରେ ସେମାନଙ୍କର ସନ୍ତାନସନ୍ତତି ଜାତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଅବ୍ରହାମ ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କରନ୍ତେ, ପରମେଶ୍ୱର ଅବିମେଲକଙ୍କୁ ଓ ତାଙ୍କ ଭାର୍ଯ୍ୟାକୁ ଓ ତାହାର ଦାସୀଗଣକୁ ସୁସ୍ଥ କଲେ; ତହିଁରେ ସେମାନଙ୍କର ସନ୍ତାନସନ୍ତତି ଜାତ ହେଲେ।