Genesis 20:18 — Compare Translations

4 translations compared side by side

Odia - 1840
"କିନ୍ତୁ ଅବ୍ରହାମ ପରମେଶ୍ବରଙ୍କୁ ପ୍ରାର୍ଥନା କଲେ ଏବଂ ପରମେଶ୍ବର ଅବିମଲକେ ତାଙ୍କର ସମସ୍ତ ସ୍ତ୍ରୀ ଗଣଙ୍କୁ ଓ ଦାସୀଗଣଙ୍କୁ ଆରୋଗ୍ୟ କଲେ। ଏବଂ ସମାନଙ୍କେର ସନ୍ତାନ ସନ୍ତତି ଜାତ ହେଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେହେତୁ ଅବ୍ରହାମଙ୍କର ଭାର୍ଯ୍ୟା ସାରା ସକାଶେ ସଦାପ୍ରଭୁ ଅବିମେଲକଙ୍କ ଗୃହସ୍ଥିତ ଲୋକମାନଙ୍କର ଗର୍ଭ ରୋଧ କରିଥିଲେ ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେହେତୁ ଅବ୍ରହାମଙ୍କର ଭାର୍ଯ୍ୟା ସାରା ସକାଶେ ସଦାପ୍ରଭୁ ଅବିମେଲକଙ୍କ ଗୃହସ୍ଥିତ ଲୋକମାନଙ୍କର ଗର୍ଭରୋଧ କରିଥିଲେ।
Odia IRV 2017 (ଓଡିଆ ବାଇବେଲ)
ଯେହେତୁ ଅବ୍ରହାମଙ୍କର ଭାର୍ଯ୍ୟା ସାରା ସକାଶେ ସଦାପ୍ରଭୁ ଅବିମେଲକଙ୍କ ଗୃହସ୍ଥିତ ଲୋକମାନଙ୍କର ଗର୍ଭରୋଧ କରିଥିଲେ।