Genesis 20:2 — Compare Translations

5 translations compared side by side

Odia - 1840
"ଯେତବେେଳେ ଗରାର ରେ ଥିଲେ, ଅବ୍ରହାମ ଲୋକମାନଙ୍କୁ କହିଲେ, ସାରା ହେଉଛି ତାଙ୍କର ଭଉଣୀ, ଗରାର ରାଜା ଅବିମଲେକ୍ ଏକଥା ଶୁଣିଲେ। ଅବିମଲକେ ସାହାଙ୍କୁ ଚାହୁଁଥିଲେ। ତେଣୁ ସେ ତାଙ୍କୁ ଆଣିବା ପାଇଁ କେତକେ ଦାସକୁ ପଠାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଅବ୍ରହାମ ଆପଣା ଭାର୍ଯ୍ୟା ସାରା ବିଷୟରେ କହିଲେ, ସେ ମୋହର ଭଗିନୀ; ଏହେତୁ ଗରାରର ରାଜା ଅବିମେଲକ ଲୋକ ପଠାଇ ସାରାକୁ ନେଇଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ଗରାରରେ ଥିଲେ, ଅବ୍ରହାମ ଲୋକମାନଙ୍କୁ କହିଲେ, ସାରା ହେଉଛି ତାଙ୍କର ଭଉଣୀ, ଗରାରର ରାଜା ଅବିମେଲକ୍ ଏ କଥା ଶୁଣିଲେ। ଅବିମେଲକ ସାରାଙ୍କୁ ଗ୍ଭହୁଁଥିଲେ। ତେଣୁ ସେ ତାଙ୍କୁ ଆଣିବା ପାଇଁ କେତେକ ଦାସକୁ ପଠାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଅବ୍ରହାମ ଆପଣା ଭାର୍ଯ୍ୟା ସାରା ବିଷୟରେ କହିଲେ, “ସେ ମୋହର ଭଗିନୀ;” ଏହେତୁ ଗରାରର ରାଜା ଅବିମେଲକ ଲୋକ ପଠାଇ ସାରାକୁ ନେଇଗଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଅବ୍ରହାମ ଆପଣା ଭାର୍ଯ୍ୟା ସାରା ବିଷୟରେ କହିଲେ, “ସେ ମୋହର ଭଗିନୀ; ଏହେତୁ ଗରାରର ରାଜା ଅବିମେଲକ ଲୋକ ପଠାଇ ସାରାକୁ ନେଇଗଲେ।”