Genesis 20:3 — Compare Translations

5 translations compared side by side

Odia - 1840
"କିନ୍ତୁ ଏକ ରାତି ରେ, ପରମେଶ୍ବର ଅବିମଲକେକୁ ସ୍ବପ୍ନ ରେ କହିଲେ, ତୁମ୍ଭେ ମରିବ, ତୁମ୍ଭେ ଯେଉଁ ସ୍ତ୍ରୀ ଲୋକକୁ ଆଣିଛ ସେ ବିବାହିତା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ରାତ୍ରିକାଳରେ ପରମେଶ୍ଵର ସ୍ଵପ୍ନ ଯୋଗେ ଅବିମେଲକଙ୍କ ନିକଟକୁ ଆସି କହିଲେ, ଦେଖ; ତୁମ୍ଭେ ମୃତକଳ୍ପ, କାରଣ ସେହି ଯେଉଁ ସ୍ତ୍ରୀକି ତୁମ୍ଭେ ନେଇଅଛ, ତାହାର ସ୍ଵାମୀ ଅଛି ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଏକ ରାତିରେ, ପରମେଶ୍ୱର ଅବିମେଲକକୁ ସ୍ୱପ୍ନରେ କହିଲେ, “ତୁମ୍ଭେ ମରିବ, ତୁମ୍ଭେ ଯେଉଁ ସ୍ତ୍ରୀଲୋକକୁ ଆଣିଛ ସେ ବିବାହିତା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ରାତ୍ରିକାଳରେ ପରମେଶ୍ୱର ସ୍ୱପ୍ନ ଯୋଗେ ଅବିମେଲକଙ୍କ ନିକଟକୁ ଆସି କହିଲେ, “ଦେଖ; ତୁମ୍ଭେ ମୃତକଳ୍ପ, କାରଣ ସେହି ଯେଉଁ ସ୍ତ୍ରୀକୁ ତୁମ୍ଭେ ନେଇଅଛ, ତାହାର ସ୍ୱାମୀ ଅଛି।”
Odia IRV 2017 (ଓଡିଆ ବାଇବେଲ)
ତହୁଁ ରାତ୍ରିକାଳରେ ପରମେଶ୍ୱର ସ୍ୱପ୍ନ ଯୋଗେ ଅବିମେଲକଙ୍କ ନିକଟକୁ ଆସି କହିଲେ, “ଦେଖ; ତୁମ୍ଭେ ମୃତକଳ୍ପ, କାରଣ ସେହି ଯେଉଁ ସ୍ତ୍ରୀକୁ ତୁମ୍ଭେ ନେଇଅଛ, ତାହାର ସ୍ୱାମୀ ଅଛି।”