Genesis 20:4 — Compare Translations
5 translations compared side by side
Odia - 1840
"କିନ୍ତୁ ସେ ପର୍ୟ୍ଯନ୍ତ ଅବିମଲକେ ସାରା ସହିତ ସହବାସ କରି ନଥିଲେ। ତେଣୁ ଅବିମଲକେ କହିଲେ, ତୁମ୍ଭେ କ'ଣ ଏକ ନିର୍ ଦୋଷ ବ୍ଯକ୍ତିକୁ ହତ୍ଯା କରିବ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଅବିମେଲକ ତାହାର ସହବାସ କରି ନ ଥିବାରୁ କହିଲେ, ହେ ପ୍ରଭୁ, ଯେଉଁ ଦେଶୀୟ ଲୋକେ ନିର୍ଦ୍ଦୋଷ, ସେମାନଙ୍କୁ ହିଁ କି ଆପଣ ବଧ କରିବେ?
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ସେପର୍ଯ୍ୟନ୍ତ ଅବିମେଲକ ସାରା ସହିତ ସହବାସ କରି ନ ଥିଲେ। ତେଣୁ ଅବିମେଲକ କହିଲେ, “ତୁମ୍ଭେ କ’ଣ ଏକ ନିର୍ଦ୍ଦୋଷ ବ୍ୟକ୍ତିକୁ ହତ୍ୟା କରିବ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଅବିମେଲକ ତାହାର ସହବାସ କରି ନ ଥିବାରୁ କହିଲେ, “ହେ ପ୍ରଭୁ, ଯେଉଁ ଦେଶୀୟ ଲୋକେ ନିର୍ଦ୍ଦୋଷ, ସେମାନଙ୍କୁ ହିଁ କି ଆପଣ ବଧ କରିବେ?
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଅବିମେଲକ ତାହାର ସହବାସ କରି ନ ଥିବାରୁ କହିଲେ, “ହେ ପ୍ରଭୁ, ଯେଉଁ ଦେଶୀୟ ଲୋକେ ନିର୍ଦ୍ଦୋଷ, ସେମାନଙ୍କୁ ହିଁ କି ଆପଣ ବଧ କରିବେ?