Genesis 20:5 — Compare Translations
5 translations compared side by side
Odia - 1840
"ଅବ୍ରହାମ ନିଜେ ମାେତେ କହିଲେ, 'ଏହି ସ୍ତ୍ରୀ ମାରେଭଉଣୀ' ଏବଂ ସହେି ସ୍ତ୍ରୀ ମଧ୍ଯ କହିଲା, 'ଅବ୍ରହାମ ମାରେ ଭାଇ', ମୁଁ ନିର୍ ଦୋଷ, ମୁଁ ଜାଣି ନଥିଲି। ନିର୍ଦ୍ ଦୋଷତା ରେ ମୁଁ ଏହି କାର୍ୟ୍ଯ କରିଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ବ୍ୟକ୍ତି କି ନିଜେ ମୋତେ କହି ନ ଥିଲା ଯେ, ସେ ମୋହର ଭଗିନୀ? ପୁଣି ସେହି ସ୍ତ୍ରୀ ନିଜେ କହିଲା କି ସେ ମୋହର ଭ୍ରାତା; ଏଣୁ ମନର ସରଳତା ଓ ହସ୍ତର ନିର୍ଦ୍ଦୋଷତାରେ ମୁଁ ଏହି କାର୍ଯ୍ୟ କରିଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଅବ୍ରହାମ ନିଜେ ମୋତେ କହିଲେ, ‘ଏହି ସ୍ତ୍ରୀ ମୋର ଭଉଣୀ’ ଏବଂ ସେହି ସ୍ତ୍ରୀ ମଧ୍ୟ କହିଲେ, ‘ଅବ୍ରହାମ ମୋର ଭାଇ’, ମୁଁ ନିର୍ଦ୍ଦୋଷ, ମୁଁ ଜାଣି ନ ଥିଲି। ନିର୍ଦ୍ଦୋଷତାରେ ମୁଁ ଏହି କାର୍ଯ୍ୟ କରିଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ବ୍ୟକ୍ତି କି ନିଜେ ମୋତେ କହି ନ ଥିଲା ଯେ, ସେ ମୋହର ଭଗିନୀ? ପୁଣି, ସେହି ସ୍ତ୍ରୀ ନିଜେ କହିଲା କି ସେ ମୋହର ଭ୍ରାତା; ଏଣୁ ମନର ସରଳତା ଓ ହସ୍ତର ନିର୍ଦ୍ଦୋଷତାରେ ମୁଁ ଏହି କାର୍ଯ୍ୟ କରିଅଛି।”
Odia IRV 2017 (ଓଡିଆ ବାଇବେଲ)
ସେହି ବ୍ୟକ୍ତି କି ନିଜେ ମୋତେ କହି ନ ଥିଲା ଯେ, ସେ ମୋହର ଭଗିନୀ? ପୁଣି, ସେହି ସ୍ତ୍ରୀ ନିଜେ କହିଲା କି ସେ ମୋହର ଭ୍ରାତା; ଏଣୁ ମନର ସରଳତା ଓ ହସ୍ତର ନିର୍ଦ୍ଦୋଷତାରେ ମୁଁ ଏହି କାର୍ଯ୍ୟ କରିଅଛି।”