Genesis 20:6 — Compare Translations
5 translations compared side by side
Odia - 1840
"ଏହାପରେ ପରମେଶ୍ବର ଅବିମଲକେକୁ ସ୍ବପ୍ନ ରେ କହିଲେ, ହଁ ମୁଁ ଜାଣେ ତୁମ୍ଭେ ନିର୍ ଦୋଷ। ତେଣୁ ମୁଁ ତୁମ୍ଭକୁ ରକ୍ଷା କଲି। ମୁଁ ତୁମ୍ଭକୁ ମାେ ବିରୁଦ୍ଧ ରେ ପାପ କରିବାକୁ ଦବେି ନାହିଁ। ମୁଁ ତୁମ୍ଭକୁ ତାଙ୍କ ସହିତ ସହବାସ କରିବାକୁ ଦଇେ ନଥିଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ପରମେଶ୍ଵର ସ୍ଵପ୍ନ ଯୋଗେ ତାହାକୁ କହିଲେ, ତୁମ୍ଭେ ମନର ସରଳତାରେ ଏହି କର୍ମ କରିଅଛ; ଏହା ଆମ୍ଭେ ଜାଣୁ; ପୁଣି ଆମ୍ଭେ ମଧ୍ୟ ଆମ୍ଭ ବିରୁଦ୍ଧରେ ପାପ କରିବାକୁ ତୁମ୍ଭକୁ ବାରଣ କଲୁ; ଏ ନିମନ୍ତେ ତାକୁ ସ୍ପର୍ଶ କରିବାକୁ ତୁମ୍ଭକୁ ଦେଲୁ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ପରମେଶ୍ୱର ଅବିମେଲକକୁ ସ୍ୱପ୍ନରେ କହିଲେ, “ହଁ, ମୁଁ ଜାଣେ ତୁମ୍ଭେ ନିର୍ଦ୍ଦୋଷ। ତେଣୁ ମୁଁ ତୁମ୍ଭକୁ ରକ୍ଷା କଲି। ମୁଁ ତୁମ୍ଭକୁ ମୋ’ ବିରୁଦ୍ଧରେ ପାପ କରିବାକୁ ଦେବି ନାହିଁ। ମୁଁ ତୁମ୍ଭକୁ ତାଙ୍କ ସହିତ ସହବାସ କରିବାକୁ ଦେଇ ନ ଥିଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ପରମେଶ୍ୱର ସ୍ୱପ୍ନ ଯୋଗେ ତାହାକୁ କହିଲେ, “ତୁମ୍ଭେ ମନର ସରଳତାରେ ଏହି କର୍ମ କରିଅଛ; ଏହା ଆମ୍ଭେ ଜାଣୁ; ପୁଣି, ଆମ୍ଭେ ମଧ୍ୟ ଆମ୍ଭ ବିରୁଦ୍ଧରେ ପାପ କରିବାକୁ ତୁମ୍ଭକୁ ବାରଣ କଲୁ; ଏନିମନ୍ତେ ତାଙ୍କୁ ସ୍ପର୍ଶ କରିବାକୁ ତୁମ୍ଭଙ୍କୁ ଦେଲୁ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତେବେ ପରମେଶ୍ୱର ସ୍ୱପ୍ନ ଯୋଗେ ତାହାକୁ କହିଲେ, “ତୁମ୍ଭେ ମନର ସରଳତାରେ ଏହି କର୍ମ କରିଅଛ; ଏହା ଆମ୍ଭେ ଜାଣୁ; ପୁଣି, ଆମ୍ଭେ ମଧ୍ୟ ଆମ୍ଭ ବିରୁଦ୍ଧରେ ପାପ କରିବାକୁ ତୁମ୍ଭକୁ ବାରଣ କଲୁ; ଏ ନିମନ୍ତେ ତାଙ୍କୁ ସ୍ପର୍ଶ କରିବାକୁ ତୁମ୍ଭଙ୍କୁ ଦେଲୁ ନାହିଁ।