Genesis 20:7 — Compare Translations

5 translations compared side by side

Odia - 1840
"ତେଣୁ ତୁମ୍ଭେ ଅବ୍ରହାମଙ୍କୁ ପୁନ୍ନରାଯ ତାଙ୍କ ସ୍ତ୍ରୀଙ୍କୁ ତାଙ୍କୁ ଫରୋଇଦିଅ। ଅବ୍ରହାମ ଜଣେ ଭବିଷ୍ଯତ୍ବକ୍ତା। ସେ ତୁମ୍ଭ ପାଇଁ ପ୍ରାର୍ଥନା କରିବ। ତୁମ୍ଭେ ବଞ୍ଚି ରହିବ। ତୁମ୍ଭେ ଯଦି ସାରାକୁ ଅବ୍ରହାମକୁ ନ ଫରୋଅ ତବେେ ମୁଁ ତୁମ୍ଭକୁ ପ୍ରତିଜ୍ଞା କରି କହୁଛି ତୁମ୍ଭେ ମରିବ। ଏବଂ ତୁମ୍ଭର ପରିବାର ତୁମ୍ଭ ସହିତ ମୃତ୍ଯୁବରଣ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ଏବେ ସେହି ମନୁଷ୍ୟର ଭାର୍ଯ୍ୟାକୁ ଫେରାଇ ଦିଅ; ଯେହେତୁ ସେ ଭବିଷ୍ୟଦ୍ବକ୍ତା, ସେ ତୁମ୍ଭ ଲାଗି ପ୍ରାର୍ଥନା କରିବ, ତହିଁରେ ତୁମ୍ଭେ ବଞ୍ଚିବ; ମାତ୍ର ଯେବେ ତାକୁ ଫେରାଇ ନ ଦେବ, ତେବେ ଅବଶ୍ୟ ତୁମ୍ଭେ ସପରିବାରରେ ମରିବ, ଏହା ଜାଣିଥାଅ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ତୁମ୍ଭେ ଅବ୍ରହାମଙ୍କୁ ପୁନରାୟ ତାଙ୍କ ସ୍ତ୍ରୀଙ୍କୁ ତାଙ୍କୁ ଫେରାଇଦିଅ। ଅବ୍ରହାମ ଜଣେ ଭବିଷ୍ୟ‌ଦ୍‌ବକ୍ତା। ସେ ତୁମ୍ଭ ପାଇଁ ପ୍ରାର୍ଥନା କରିବ। ତୁମ୍ଭେ ବଞ୍ଚି ରହିବ। ତୁମ୍ଭେ ଯଦି ସାରାକୁ ନ ଫେରାଅ ତେବେ ମୁଁ ତୁମ୍ଭକୁ ପ୍ରତିଜ୍ଞା କରି କହୁଛି ତୁମ୍ଭେ ମରିବ। ଏବଂ ତୁମ୍ଭର ପରିବାର ତୁମ୍ଭ ସହିତ ମୃତ୍ୟୁବରଣ କରିବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ଏବେ ସେହି ମନୁଷ୍ୟର ଭାର୍ଯ୍ୟାକୁ ଫେରାଇ ଦିଅ; ଯେହେତୁ ସେ ଭବିଷ୍ୟଦ୍‍ବକ୍ତା, ସେ ତୁମ୍ଭ ଲାଗି ପ୍ରାର୍ଥନା କରିବ, ତହିଁରେ ତୁମ୍ଭେ ବଞ୍ଚିବ; ମାତ୍ର ଯଦି ତାଙ୍କୁ ଫେରାଇ ନ ଦେବ, ତେବେ ଅବଶ୍ୟ ତୁମ୍ଭେ ସପରିବାରରେ ମରିବ, ଏହା ଜାଣିଥାଅ।”
Odia IRV 2017 (ଓଡିଆ ବାଇବେଲ)
ଏହେତୁ ଏବେ ସେହି ମନୁଷ୍ୟର ଭାର୍ଯ୍ୟାକୁ ଫେରାଇ ଦିଅ; ଯେହେତୁ ସେ ଭବିଷ୍ୟଦ୍‍ବକ୍ତା, ସେ ତୁମ୍ଭ ଲାଗି ପ୍ରାର୍ଥନା କରିବ, ତହିଁରେ ତୁମ୍ଭେ ବଞ୍ଚିବ; ମାତ୍ର ଯଦି ତାଙ୍କୁ ଫେରାଇ ନ ଦେବ, ତେବେ ଅବଶ୍ୟ ତୁମ୍ଭେ ସପରିବାରରେ ମରିବ, ଏହା ଜାଣିଥାଅ।”