Genesis 20:8 — Compare Translations

5 translations compared side by side

Odia - 1840
"ତେଣୁ ତା'ପରଦିନ ପ୍ରଭାତରୁ ଅବିମଲକେ ତାଙ୍କ ଦାସମାନଙ୍କୁ ଡାକିଲେ ଏବଂ ତାଙ୍କର ସ୍ବପ୍ନ ବିଷଯ ରେ କହିଲେ। ଦାସମାନେ ଭୟ ରେ ଥରିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଅବିମେଲକ ପ୍ରଭାତରେ ଉଠି ଦାସମାନଙ୍କୁ ଡାକି ଏସବୁ ବୃତ୍ତା; ସେମାନଙ୍କ କର୍ଣ୍ଣଗୋଚର କରନ୍ତେ, ସେମାନେ ଅତି ଭୟାକୁଳ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ତା’ ପରଦିନ ପ୍ରଭାତରୁ ଅବିମେଲକ ତାଙ୍କର ଦାସମାନଙ୍କୁ ଡାକିଲେ ଏବଂ ତାଙ୍କର ସ୍ୱପ୍ନ ବିଷୟରେ କହିଲେ। ଦାସମାନେ ଭୟରେ ଥରିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଅବିମେଲକ ପ୍ରଭାତରେ ଉଠି ଦାସମାନଙ୍କୁ ଡାକି ଏସବୁ ବୃତ୍ତାନ୍ତ ସେମାନଙ୍କ କର୍ଣ୍ଣଗୋଚର କରନ୍ତେ, ସେମାନେ ଅତି ଭୟାକୁଳ ହେଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଅବିମେଲକ ପ୍ରଭାତରେ ଉଠି ଦାସମାନଙ୍କୁ ଡାକି ଏସବୁ ବୃତ୍ତାନ୍ତ ସେମାନଙ୍କ କର୍ଣ୍ଣଗୋଚର କରନ୍ତେ, ସେମାନେ ଅତି ଭୟାକୁଳ ହେଲେ।