Genesis 20:9 — Compare Translations

5 translations compared side by side

Odia - 1840
"ଏହାପରେ ଅବିମଲକେ ଅବ୍ରହାମଙ୍କୁ ଡ଼ାକି କହିଲେ, ତୁମ୍ଭେ କାହିଁକି ଆମ୍ଭ ପ୍ରତିି ଏପରି କଲ? ମୁଁ ତୁମ୍ଭର ତ କିଛି ଦୋଷ କରି ନାହିଁ? ମୁଁ ତୁମ୍ଭ ପ୍ରତି କ'ଣ କରିଛି ଯେ, ମାେ ଦେଶ ପ୍ରତି ବିପଦ ଆଣିବାକୁ ତୁମ୍ଭେ ଇଚ୍ଛା କଲ? ତୁମ୍ଭର ମାେ ପ୍ରତି ଏପରି କରିବାର ନ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଅବିମେଲକ ଅବ୍ରହାମଙ୍କୁ ଡାକି କହିଲେ, ତୁମ୍ଭେ ଆମ୍ଭମାନଙ୍କ ପ୍ରତି ଏ କି ବ୍ୟବହାର କଲ? ତୁମ୍ଭେ ଯେ ଆମ୍ଭକୁ ଓ ଆମ୍ଭର ରାଜ୍ୟକୁ ମହା ପାପଗ୍ରସ୍ତ କଲ, ଆମ୍ଭେ ତୁମ୍ଭ ବିରୁଦ୍ଧରେ ଏପରି କି ଦୋଷ କରିଅଛୁ? ତୁମ୍ଭେ ଆମ୍ଭ ପ୍ରତି ଅକର୍ତ୍ତବ୍ୟ କର୍ମ କଲ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଅବିମେଲକ ଅବ୍ରହାମଙ୍କୁ ଡାକି କହିଲେ, “ତୁମ୍ଭେ କାହିଁକି ଆମ୍ଭ ପ୍ରତି ଏପରି କଲ? ମୁଁ ତୁମ୍ଭର ତ କିଛି ଦୋଷ କରି ନାହିଁ? ମୁଁ ତୁମ୍ଭ ପ୍ରତି କ’ଣ କରିଛି ଯେ, ମୋ’ ଦେଶ ପ୍ରତି ବିପଦ ଆଣିବାକୁ ତୁମ୍ଭେ ଇଚ୍ଛା କଲ? ତୁମ୍ଭର ମୋ’ ପ୍ରତି ଏପରି କରିବାର ନ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଅବିମେଲକ ଅବ୍ରହାମଙ୍କୁ ଡାକି କହିଲେ, “ତୁମ୍ଭେ ଆମ୍ଭମାନଙ୍କ ପ୍ରତି ଏ କି ବ୍ୟବହାର କଲ? ତୁମ୍ଭେ ଯେ ଆମ୍ଭକୁ ଓ ଆମ୍ଭର ରାଜ୍ୟକୁ ମହା ପାପଗ୍ରସ୍ତ କଲ, ଆମ୍ଭେ ତୁମ୍ଭ ବିରୁଦ୍ଧରେ ଏପରି କି ଦୋଷ କରିଅଛୁ? ତୁମ୍ଭେ ଆମ୍ଭ ପ୍ରତି ଅକର୍ତ୍ତବ୍ୟ କର୍ମ କଲ।”
Odia IRV 2017 (ଓଡିଆ ବାଇବେଲ)