Genesis 21:10 — Compare Translations

5 translations compared side by side

Odia - 1840
"ସାରା ଅବ୍ରହାମକୁ କହିଲା, ସହେି ଦାସୀ ଓ ତା'ର ପୁତ୍ରକୁ ଦୂରସ୍ଥାନକୁ ତଡ଼ିଦିଅ। ଯେତବେେଳେ ଆମ୍ଭେ ମରିୟିବା ମାରେ ପୁତ୍ର ଇସ୍ହାକ ଆମ୍ଭର ଉତ୍ତରାଧିକାରୀ ହବେ। ମୁଁ ସହେି ଦାସୀର ପୁତ୍ର, ଇସ୍ହାକ ସହିତ ଅଂଶ ଅଧିକାର ପାଉ ବୋଲି ଚା ହେଁ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ସେ ଅବ୍ରହାମଙ୍କୁ କହିଲା, ତୁମ୍ଭେ ଏହି ଦାସୀକି ଓ ଏହାର ପୁତ୍ରକୁ ଦୂର କରି ଦିଅ; କାରଣ ଏହି ଦାସୀପୁତ୍ର ମୋହର ପୁତ୍ର ଇସ୍‍ହାକ ସହିତ ଉତ୍ତରାଧିକାରୀ ହେବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସାରା ଅବ୍ରହାମଙ୍କୁ କହିଲେ, “ସେହି ଦାସୀ ଓ ତା’ର ପୁତ୍ରକୁ ଦୂରସ୍ଥାନକୁ ତଡ଼ିଦିଅ। ଯେତେବେଳେ ଆମ୍ଭେ ମରିଯିବା ମୋର ପୁତ୍ର ଇ‌ସ୍‌ହାକ ଆମ୍ଭର ଉତ୍ତରାଧିକାରୀ ହେବ। ମୁଁ ସେହି ଦାସୀର ପୁତ୍ର, ଇ‌ସ୍‌ହାକ ସହିତ ଅଂଶ ଅଧିକାର ପାଉ ବୋଲି ଗ୍ଭହେଁ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ସେ ଅବ୍ରହାମଙ୍କୁ କହିଲା, “ତୁମ୍ଭେ ଏହି ଦାସୀକୁ ଓ ଏହାର ପୁତ୍ରକୁ ଦୂର କରିଦିଅ; କାରଣ ଏହି ଦାସୀର ପୁତ୍ର ମୋହର ପୁତ୍ର ଇସ୍‌ହାକ ସହିତ ଉତ୍ତରାଧିକାରୀ ହେବ ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ଏହେତୁ ସେ ଅବ୍ରହାମଙ୍କୁ କହିଲା, “ତୁମ୍ଭେ ଏହି ଦାସୀକି ଓ ଏହାର ପୁତ୍ରକୁ ଦୂର କରି ଦିଅ; କାରଣ ଏହି ଦାସୀର ପୁତ୍ର ମୋହର ପୁତ୍ର ଇସ୍‍ହାକ ସହିତ ଉତ୍ତରାଧିକାରୀ ହେବ ନାହିଁ।”