Genesis 21:11 — Compare Translations
5 translations compared side by side
Odia - 1840
"ଏହି ଦୁଃଖ ଅବ୍ରହାମଙ୍କୁ ଘାରିଲା, ସେ ତାଙ୍କର ପୁତ୍ର ଇଶ୍ମାଯଲେ ବିଷଯ ରେ ବହୁତ ଭାବିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି କଥା ଶୁଣି ଅବ୍ରହାମ ଆପଣା ପୁତ୍ର ସକାଶୁ ଅତି ଦୁଃଖିତ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହି ଦୁଃଖ ଅବ୍ରହାମଙ୍କୁ ଘାରିଲା, ସେ ତାଙ୍କର ପୁତ୍ର ଇଶ୍ମାଏଲ ବିଷୟରେ ବହୁତ ଭାବିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି କଥା ଶୁଣି ଅବ୍ରହାମ ଆପଣା ପୁତ୍ର ସକାଶୁ ଅତି ଦୁଃଖିତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ଏହି କଥା ଶୁଣି ଅବ୍ରହାମ ଆପଣା ପୁତ୍ର ସକାଶୁ ଅତି ଦୁଃଖିତ ହେଲେ।